"ଲବଣ ସତ୍ୟାଗ୍ରହ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
Replacing Salt_March.jpg with File:Gandhi_at_Dandi_5_April_1930.jpg (by CommonsDelinker because: bigger and better).
୧ କ ଧାଡ଼ି:
[[File:SaltGandhi Marchat Dandi 5 April 1930.jpg|thumb|right|Gandhi picking up a grain of salt at the end of his march]]
ଭାରତର ସ୍ୱାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା [[ମାର୍ଚ୍ଚ]] ୧୨ ତାରିଖରେ [[ଗୁଜରାଟ]] ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ [[ଦାଣ୍ଡୀ]]କୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |<br />
[[ମୋହନଦାସ କରମଚାନ୍ଦ ଗାନ୍ଧୀ]] (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି [[ମାର୍ଚ୍ଚ]]୧୨ ତାରିଖ ସକାଳ ୬:୩୦ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ [[ଦାଣ୍ଡୀ]]କୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |<br />