"ଲକ୍ଷ୍ମୀ ନାରାୟଣ ଭଞ୍ଜ ଦେଓ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଓଡ଼ିଆ ରାଜନୀତିଜ୍ଞ
Content deleted Content added
"{{ଛୋଟ|Govinda Chandra Munda}} {{Infobox Indian politician |image = |name = ଗୋବିନ୍ଦ..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
(କିଛି ବଦଳିନାହିଁ)

୨୩:୧୨, ୧୫ ଜୁଲାଇ ୨୦୧୯ ଅନୁସାରେ କରାଯାଇଥିବା ବଦଳ

ଗୋବିନ୍ଦ ମୁଣ୍ଡା (ଜନ୍ମ: ୧୨ ମାର୍ଚ୍ଚ ୧୯୩୦ - ୧୯ ଫେବୃଆରୀ ୧୯୯୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଓଡ଼ିଶା ରାଜନୀତିରେ ସେ ସ୍ୱତନ୍ତ୍ର ପାର୍ଟି ଏବଂ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ ୪ଥର କାର୍ଯ୍ୟ କରିଥିଲେ । ୧୯୫୨, ୧୯୬୧, ୧୯୬୭, ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କେନ୍ଦୁଝରତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୩ୟ, ୪ର୍ଥ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଗୋବିନ୍ଦ ମୁଣ୍ଡା
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀଜନାର୍ଦନ ଭଞ୍ଜ ଦେଓ, କୃଷ୍ଣ ଚନ୍ଦ୍ର ମହାପାତ୍ର‌
ନିର୍ବାଚନ ମଣ୍ଡଳୀକେନ୍ଦୁଝର
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପର ଅଧିକାରୀଭାଗିରଥୀ ମହାପାତ୍ର
ନିର୍ବାଚନ ମଣ୍ଡଳୀତେଲକୋଇ
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀଜନାର୍ଦନ ଭଞ୍ଜ ଦେଓ
ପର ଅଧିକାରୀଛୋଟରାୟ ମାଝି
ନିର୍ବାଚନ ମଣ୍ଡଳୀକେନ୍ଦୁଝର
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀଛୋଟରାୟ ମାଝି
ପର ଅଧିକାରୀକୁମାର ମାଝି
ନିର୍ବାଚନ ମଣ୍ଡଳୀକେନ୍ଦୁଝର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1930-03-12)ମାର୍ଚ୍ଚ ୧୨, ୧୯୩୦
ମୃତ୍ୟୁ୧୯ ଫେବୃଆରୀ ୧୯୯୬(1996-02-19) (ବୟସ ୬୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଗଣତନ୍ତ୍ର ପରିଷଦ
ଜୀବନ ସାଥୀଲକ୍ଷ୍ମୀ ଦେବୀ
ସନ୍ତାନ୧ ପୁଅ, ୧ ଝିଅ
ବାପା/ବୋଉବେହେରା ମୁଣ୍ଡା (ବାପା)
ବୃତ୍ତିରାଜନୀତିଜ୍ଞ

ଆଧାର

  1. "Late Govinda Chandra Munda". odishaassembly.nic.in. Odisha Assembly. Retrieved 14 July 2019. {{cite web}}: Cite has empty unknown parameter: |dead-url= (help)