"ଭଗବତ ଗୀତା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୧ କ ଧାଡ଼ି:
{{ଛୋଟ|Bhagavad Gita}}
[[ଫାଇଲ:Krishna Arjuna Gita.jpg|thumb|alt=An 1830 CE painting depicting Arjuna, on the chariot, paying obeisance to Krisha, the charioteer.|କୁରୁକ୍ଷେତ୍ରରେ କୃଷ୍ଣ ଓ ଅର୍ଜୁନ <!--c. 1830 painting-->]]
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି [[ମହାଭାରତ]]ର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
 
[[ଫାଇଲ:Bhagavad Gita, a 19th century manuscript.jpg|250px|thumb|ଭଗବତ ଗୀତା, ୧୯ଶତକର ତାଳପୋଥି]]