"ଆକାଶଗଙ୍ଗା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୮ କ ଧାଡ଼ି:
}}
ଆକାଶ ଗଙ୍ଗା ହେଉଛି ଏକ ନିହାରୀକା ଯେଉଁଥିରେ ଆମର ସୌରଜଗତ ଅବସ୍ଥିତ। ଏହା ଆମର ଆକାଶରେ ଉତ୍ତର ଦିଗରୁ ଦକ୍ଷିଣ ଦିଗକୁ ବ୍ୟାପି ଥିବାର ଦେଖାଯାଏ।
ଏହା ଆମର ପୃଥିବୀ ଚାରିପଟେ ଏକ ଧଳା ରଙ୍ଗର ବନ୍ଧନ ପରି ଦେଖାଯାଏ କାରଣ ଏହା ଅଣ୍ଡାକାର ହୋଇଥିବାରୁ ଏହା ଏପରି ଦେଖାଯାଏ। ୧୬୧୦ରେ ଗାଲିଲିଓ ଗାଲିଲେଇ([[Galileo Galilei]]) ପ୍ରଥମେ ତାଙ୍କଦ୍ୱାରା ଉଦ୍ଭାବିତ ଟେଳିସ୍କୋପ୍ ସାହାଯ୍ୟରେ ସେଇ ଧଳା ରଙ୍ଗର ବନ୍ଧନ ସଦୃଶ ଆକାଶ ଗଙ୍ଗାରେ ଥିବା ତାରା ଗୁଡିକୁ ଅବିସ୍କୃତଆବିସ୍କୃତ କରିଥିଲେ। ୧୯୨୦ ମସିହା ପର୍ଯ୍ୟନ୍ତ ସବୁ ମହାକାଶ ବିଜ୍ଞାନୀ ଭାବୁଥିଲେ ଜେ ସେହି ଧଳା ରଙ୍ଗର ବନ୍ଧନ ସଦୃଶ ଆକାଶ ଗଙ୍ଗାରେ ବିଶ୍ୱର ସବୁ ତାରକା ଅବସ୍ଥିତ। ୧୯୨୦ ମସିହାରେ ଦୁଇ ମହାକାଶ ବିଜ୍ଞାନୀ ହାର୍ଲ ସେପ୍ଲେ(Harlow Shapley) ଏବଂ ହବର କର୍ଟିସ୍([[:en:Heber Curtis|Heber Curtis]])ଙ୍କ ମଧ୍ୟରେ ଭୀଷଣ ବିତର୍କ ଓ ଏଦ୍ୱିନ୍ ହବଲ୍([[:en:Edwin Hubble|Edwin Hubble]])ଙ୍କ ମନ୍ତବ୍ୟରୁ ଜଣାଗଲାଯେ ଆକାଶ ଗଙ୍ଗା ହେଉଛି ବିଶ୍ୱରେ ଥିବା କୋଟି କୋଟି ନିହାରୀକା ମଧ୍ୟରୁ ଗୋଟିଏ। ଏବେ ଅଧିକରୁ ଅଧିକ ନିହାରୀକା ଆବିଷ୍କାର ହେଲାନି ଯାହାକି ପ୍ରାୟ ୨,୦୦,୦୦୦ କୋଟିରୁ ଅଧିକ ହେବ।
[[File:Milky Way Arch.jpg|thumb|Milky Way Arch]]