"ଗୋଳବାଇ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ସଂସୋଧନ ପାଇଁ
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟିକେNo edit summary
୨୩ କ ଧାଡ଼ି:
 
==ପ୍ରତ୍ନତାତ୍ତ୍ୱିକ ମହତ୍ତ୍ୱ==
[[File:Golabai plan.jpg|thumb|ଗୋଳବାଇ ଶାସନ ନିକଟବର୍ତ୍ତୀ ପ୍ରତ୍ନତାତ୍ତ୍ୱିକ ଖନନ ସ୍ଥାନର ରେଖା ମାନଚିତ୍ର । ପ୍ରାକ୍-ଐତିହାସିକ ସମୟରେ ଏଠାରେ ଏକ ଜନବସତି ରହିଥିବା ଅନୁମାନ କରାଯାଏ|ଲିଙ୍କ=Special:FilePath/Golabai_plan.jpg]]
 
ପ୍ରତ୍ନତାତ୍ତ୍ୱିକ ବିଭାଗର ଚତୁର୍ଥ ଶାଖାରେ କାର୍ଯ୍ୟରତ ବି. କେ. ସିନ୍ହା ଗୋଳବାଇ ଶାସନରେ ଖନନ କାର୍ଯ୍ୟ ଆରମ୍ଭ କଲାପରେ ଏଠାରେ ନୂତନ ପାଷାଣ, ତାମ୍ର ପାଷାଣ ଓ ଲୌହ ଯୁଗର ବସ୍ତୁମାନ ଆବିଷ୍କୃତ ହୋଇଥିଲା । ୧୯୯୧ ମସିହାରେ ପ୍ରଥମେ ଖନନ କାର୍ଯ୍ୟ ଆରମ୍ଭ ହେବାପରେ ଖ୍ରୀ.ପୂ. ୨ୟ ଓ ପ୍ରଥମ ସହସ୍ରାବ୍ଦର ତାମ୍ର ପାଷାଣ ଓ ଲୌହ ଯୁଗୀୟ ବସ୍ତୁ ଆବିଷ୍କୃତ ହେଲା । ସିନ୍ହା ପାଉଁଶିଆ ଏବଂ ଲାଲ୍ ମାଟିପାତ୍ର ଉଦ୍ଧାର କରିଥିଲେ । ଗୋଳବାଇ ଓ ସାନଖେରଜଙ୍ଗରୁ ଉଦ୍ଧୃତ ବସ୍ତୁ ଏକା ଯୁଗର ବୋଲି ଅନୁମାନ କରାଯାଇଛି ।
"https://or.wikipedia.org/wiki/ଗୋଳବାଇ"ରୁ ଅଣାଯାଇଅଛି