"ଚନ୍ଦ୍ରଶେଖର ଭେଙ୍କଟ ରମଣ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
ଟିକେ Bot: Automated text replacement (-ଵ +ୱ)
୩୩ କ ଧାଡ଼ି:
}}
 
'''ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ''' (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ [[ଭାରତ|ଭାରତୀୟ]] ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା ‍‌([[ରମଣ ପ୍ରଭାବ]]) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ଵଚ୍ଛସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତି ରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ଵାରାପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
 
==ପ୍ରାରମ୍ଭିକ ଜୀବନ ଓ ଶିକ୍ଷା ==