"ଗ୍ରହ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୪୪ କ ଧାଡ଼ି:
 
==ଗ୍ରହ ମଣ୍ଡଳ==
ତାରା ମାନଙ୍କର ସୃଷ୍ଟି ପାରି ଗ୍ରହ ମଣ୍ଡଳର ଉତ୍ପତ୍ତି ହୋଇଛି । ଆଧୁନିକ ଖଗୋଲ ଶାସ୍ତ୍ରରେ ଯଣାଯାଇଛି ଜେ, ଯେତେବେଳେ ଅନ୍ତରିକ୍ଷରେ କୌଣସି ଆଣବିକ ବାଦଲ ଗୁରୁତ୍ୱାକର୍ଷଣ ଫଳରେ ହଠାତ ପତ୍ତନ ହେବାରେ ଲାଗିଥାଏ ତ'ସେଠାରେ କୌଣସି ତାରା ଏକ ଆଦିଗ୍ରହ ଚକ୍ର (ପ୍ରୋଟୋପ୍ଲେଣ୍ଟରୀ ଡିଷ୍କ) ଭାବେ ତିଆରି କାରିଥାଏ । ପ୍ରଥମେ ଅଣୁ ଜମା ହୋଇ ଧୂଳୀର କଣିକା ବନେଇ ଦେଇଥାଏ, ପରେ କଣିକା ମିଶି ଧାତୁଖଣ୍ଡ ତିଆରି ହୋଇଥାଏ । ଗୁରୁତ୍ୱାକର୍ଷଣର ଲଗାତାର ପ୍ରଭାବ ହେତୁ ଏହି ଧାତୁଖଣ୍ଡ ମଧ୍ୟରେ ଧକ୍କା ଏବଂ ସମବେତ ହୋଇଥାଏ ଏବଂ ଧିରେ ଧିରେ ଏହା ବଡ ତୁକୁଡା ଖଣ୍ଡ ଭାବେ ତିଆରି ହୋଇଯାଏ ଯାହା ସମୟ ସହିତ ଗ୍ରହ, ଉପଗ୍ରହ ଓ ଅଲଗା ବସ୍ତୁର ଋପ ଧାରଣ କରିଥାଏ । <ref>[http://www.daviddarling.info/encyclopedia/P/plansysform.html planetary systems, formation of], David Darling, ''The Internet Encyclopedia of Science''</ref> ଯେଉଁ ବସ୍ତୁ ବଡ ହୋଇଥାଏ ସେମାନଙ୍କ ଗୁରୁତ୍ୱାକର୍ଷଣ ଶକ୍ତିଶାଳୀ ହୋଇଥାଏ ଏବଂ ସେ ନିଜକୁ ସଙ୍କୁଚିତ କରି ଏକ ଗୋଲ ଆକାର ଧାରଣ କରିଦିଅନ୍ତି । କୌଣସି ଗ୍ରହ ମଣ୍ଡଳର ସୃଜନ ପୂର୍ବରୁ ଚରଣରେ ଏହି ଗ୍ରହ ଏବଂ ଉପଗ୍ରହ କେବେ କେବେ ନିଜ ମଧ୍ୟରେ ବାଡେଇ ହୋଇଯାନ୍ତି , ଯାହାଦ୍ୱାରା ଏହା ଖଣ୍ଡ ହୋଇଯାଏ କିମ୍ବା ବେଳେବେଳେ ଜୋଡିହୋଇ ଆହୁରି ବଡ ହୋଇଯାଏ । ଆମ ପୃଥିବୀ ସହିତ ଏକ ମଙ୍ଗଳ ଗ୍ରହ ପରି ବଡ ବସ୍ତୁର ଭୟଙ୍କର ଧକ୍କା ହୋଇଥିଲା, ଯାହାଦ୍ୱାରା ପୃଥିବୀର ଏକ ବଡ ଅଂଶ ଛାଡି ପରିକ୍ରମା ଗ୍ରହପଥକୁ ଚାଲିଯାଇଥିଲା ଏବଂ ଧିରେ ଧିରେ ଯୋଡିହୋଇ ଚନ୍ଦ୍ରମା ହୋଇଗଲା ।
 
[[ଫାଇଲ:Solar System size to scale.svg|thumb|300px|center|ସୌରଜଗତ<!--[[Planet]]s and [[dwarf planet]]s of the Solar System. Sizes are to scale, but relative distances from the Sun are not.-->]]
"https://or.wikipedia.org/wiki/ଗ୍ରହ"ରୁ ଅଣାଯାଇଅଛି