"ବେଙ୍ଗ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୬ କ ଧାଡ଼ି:
 
ଏକ ପ୍ରାପ୍ତ ବାୟସ୍କ ବେଙ୍ଗର ଶରୀରରେ ଏକ କଠୋର ଶରୀର, ବାହାରି ପଡିଥିବା ଆଖି, ଅଗ୍ରବର୍ତ୍ତୀ-ଲାଗିଥିବା ଜିଭ ଆଖି, ତଳ ଆଡକୁ ଓହଳି ଥିବା ଅଙ୍ଗ ଏବଂ ବିନା ଲାଞ୍ଜ ଯୁକ୍ତ ଶରୀର ରହିଥାଏ (ଲାଞ୍ଜ ଯୁକ୍ତ ବେଙ୍ଗକୁ ଛାଡି) । ବେଙ୍ଗ ମଧ୍ୟରେ ଗ୍ରନ୍ଥିର ଚମଡା ରହିଥାଏ, ଯାହା ଅରୁଚୀକର ଠାରୁ ଆରମ୍ଭ ହୋଇ ବିଷାକ୍ତ ହୋଇଥାଏ । ବୟସ୍କ ବେଙ୍ଗ ସତେଜ ପାଣିରେ ଏବଂ ଶୁଖିଲା ସ୍ଥଳରେ ରହିଥାଏ; କିଛି ପ୍ରଜାତୀ ମାନଙ୍କୁ ଭୂମୀଗତ କିମ୍ବା ଗଛରେ ରହିବା ପାଇଁ ଅନୁକୂଳିତ କରାଯାଏ । ବେଙ୍ଗକୁ ମନୁଷ୍ୟ ଦ୍ୱାରା ଭୋଜନ ଋପେ ମହତ୍ତ୍ୱ ଦିଆଯାଏ ଏବଂ ସାହିତ୍ୟ, ପ୍ରତୀକବାଦ ଓ ଧର୍ମରେ ବହୁ ସାଂସ୍କୃତିକ ଭୂମିକା ରହିଥାଏ ।
 
==ଶରୀର ଓ ଆକୃତି ବିଜ୍ଞାନ==
"https://or.wikipedia.org/wiki/ବେଙ୍ଗ"ରୁ ଅଣାଯାଇଅଛି