"ବାଦୁଡ଼ି" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Aliva Sahoo (ଆଲୋଚନା | ଅବଦାନ) No edit summary |
Aliva Sahoo (ଆଲୋଚନା | ଅବଦାନ) No edit summary |
||
୧ କ ଧାଡ଼ି:
[[File:Wikipedia-Bats-001-v01.jpg|250px|thumb|right]]
'''ବାଦୁଡ଼ି''' ଆକାଶରେ ଉଡୁଥିବା ଏକ ସ୍ତନଧାରୀ [[ପ୍ରାଣୀ]] ଅଟେ, ଯିଏ ନିଜର 1000 ରୁ ଅଧିକ ପ୍ରଜାତୀ ସହିତ ସ୍ତନଧାରୀ ଭାବେ ସବୁଠାରୁ ବଡ଼ କୂଳର ନିର୍ମାଣ କରିଥାଏ ।
ବାଦୁଡ଼ି ସାଧାରଣତଃ ଦୁଇ ସମୂହରେ ବିଭାଜିତ କରାଯାଇଛି, ପ୍ରଥମ ସମୂହ ଫଳ ଭକ୍ଷୀ ବଡ଼ ବାଦୁଡ଼ି ;ଯିଏ ଦେଖି ଏବଂ ଶୁଙ୍ଘିକରି ନିଜ ଭୋଜନ ଖୋଜିଥାନ୍ତୁ । ଦ୍ଵିତୀୟ ସମୂହ କୀଟ ଭକ୍ଷୀ ଛୋଟ ବାଦୁଡ଼ି ଅଟନ୍ତି; ଯିଏ ପ୍ରତିଧ୍ୱନୀ ଦ୍ୱାରା ସ୍ଥିତି ନିର୍ଦ୍ଧାରଣ ବିଧି ଦ୍ୱାରା ନିଜ ଭୋଜନ ଖୋଜିଥାନ୍ତି । ଏହା ଏପରି ଏକ ସ୍ତନଧାରୀ ପ୍ରାଣୀ ଅଟନ୍ତି ଯିଏ ଉଡିପାରେ ତଥା ରାତିରେ ମଧ୍ୟ ଉଡିପାରେ । ଏହାର ଅଗ୍ରବାହୁ ପର ରେ ପରିବର୍ତ୍ତିତ ହୋଇଥାଏ ଯାହା ଦେଖିବାରେ କୋଷାବରଣ ପେଟାଜିୟମ) ସମାନ ଲାଗିଥାଏ । ତ୍ୱଚାର ଏହି କୋଷାବରଣ ବେକରୁ ନେଇ ହାତ ର ଆଙ୍ଗୁଠି ତଥା ଶରୀରର ପାର୍ଶ୍ଵ ଭାଗରୁ ହୋଇ ଲାଞ୍ଜ ପର୍ଯ୍ୟନ୍ତ ଯାଇଥାଏ ଏବଂ ପର ର ନିର୍ମାଣ କରିଥାଏ । ପଛ ଗୋଡ଼ ପତଳା, ଛୋଟ ଓ ନଖ ଯୁକ୍ତ ହୋଇଥାଏ । ଏହାର ଶରୀରରେ ଚୁଟି କମ ଥାଏ । ମୁଣ୍ଡର ଦୁଇ ପାର୍ଶ୍ଵରେ ଆହୁରି ବଡ଼ ବଡ଼ କର୍ଣ୍ଣପଲ୍ଲବ ମିଳିଥାଏ । ବାଦୁଡ଼ି ପରର ଆକାର ୨.୯ ସେଣ୍ଟି ମିଟରରୁ ନେଇ ୨୫୦୦ ସେଣ୍ଟିମିଟର ପର୍ଯ୍ୟନ୍ତ ତଥା ସେମାନଙ୍କ ଓଜନ 2 ଗ୍ରାମରୁ 1200 ଗ୍ରାମ ପର୍ଯ୍ୟନ୍ତ ହୋଇଥାଏ ।<ref name=Edge>{{Cite web | url = http://www.edgeofexistence.org/mammals/species_info.php?id=49 | title = Bumblebee bat (''Craseonycteris thonglongyai'') | work = [[EDGE Species]] | accessdate = 10 ଏପ୍ରିଲ 2008}}</ref>
|