"ମାଛି" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Aliva Sahoo (ଆଲୋଚନା | ଅବଦାନ) No edit summary ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit |
Aliva Sahoo (ଆଲୋଚନା | ଅବଦାନ) No edit summary ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit |
||
୧ କ ଧାଡ଼ି:
[[file:Diptera1.jpg|300px|right|thumb|ଷୋହଳ ପ୍ରକାର ମାଛିର ପୋଷ୍ଟର]]
'''ମାଛି''' ଦ୍ବୀପକ୍ଷୀ ଗଣ କିମ୍ବା (Diptera) ଗଣ ଅନ୍ତର୍ଗତ କୀଟ ସାମିଲ ରହିଛନ୍ତି ଯେଉଁମାନେ ଦ୍ୱି-ପକ୍ଷୀ (ଦୁଇ ପକ୍ଷୀ ଯୁକ୍ତ) ଅଟନ୍ତି ।<ref>from the Greek di = two, and ptera = wings</ref> ଏଥିରେ ପାଖାପାଖି ୮୦ ହଜାର କୀଟ ଜାତି ରହିଛନ୍ତି । ଏଥିରେ ମାଛି, ପତଙ୍ଗ, ମଶା, ଝିଣ୍ଟିକା ତଥା ଏହିପ୍ରକାର ଅନ୍ୟ କୀଟ ମଧ୍ୟ ସାମିଲ ଅଛନ୍ତି । ଏହି ସମୁଦାୟ ଅନ୍ତର୍ଗତ ଏକ ପ୍ରକାର ସୂକ୍ଷ୍ମ ତଥା ସାଧାରଣ ଆକାରର କୀଟ ରହିଥାନ୍ତି । ଏହି କୀଟ ଦିନ ତଥା ରାତ୍ରି ଉଭୟର ଉଡ଼ିଥାନ୍ତି ତଥା ଜଳ ଓ ସ୍ଥଳ ଉଭୟ ସ୍ଥାନରେ ଏମାନଙ୍କ ବାସସ୍ଥାନ ରହିଛି । ସାଧାରଣତଃ ଏମାନେ ସମସ୍ତ ବିଶ୍ୱରେ ବିସ୍ତ୍ରୁତ ରହିଛନ୍ତି କିନ୍ତୁ ଗରମ ଦେଶରେ ଏମାନଙ୍କ ଆଧିପତ୍ୟ ପ୍ରତିବର୍ଷ 100ରୁ ଅଧିକ ମନୁଷ୍ୟ ତଥା ଅନ୍ୟ ଜନ୍ତୁମାନଙ୍କର ଏମାନଙ୍କ କାରଣରୁ ମୃତ୍ୟୁ ହୋଇଥାଏ। ମାଛି ଏକ ବଡ଼ କ୍ରମ ଅଟେ ଯେଉଁଥିରେ ୧୦୦,୦୦୦ ପ୍ରଜାତୀ ରହିଛନ୍ତି । ଏଥିରେ ଘୋଡା-ମାଛି, କ୍ରେନ-ମାଛି, ହୋଭର-ମାଛି ଏବଂ ଅନ୍ୟ କେତେକ ସାମିଲ ଅଛନ୍ତି । ପାଖାପାଖି ୧୨୫,୦୦୦ ପ୍ରଜାତୀ ମାନଙ୍କର ହିଁ ବର୍ଣ୍ଣନା କରାଯାଇଛି ।<ref>{{cite web |url=http://bugguide.net/node/view/55 |title=Order Diptera: Flies |website=BugGuide |publisher=Iowa State University |accessdate=26 May 2016}}</ref>
==ପରିଚୟ==
|