"ଛାୟାପଥ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ବଦଳ ସାରକଥା ଲୁଚାଇଦିଅନ୍ତୁ
("file:NGC 4414 (NASA-med).jpg|right| 200px|thumb|ଛାୟାପଥ ବ୍ରହ୍ମାଣ୍ଡର ସବୁଠାର..." ନାଆଁରେ ପୃଷ୍ଠାଟିଏ ତିଆରିକଲେ)
 
[[file:NGC 4414 (NASA-med).jpg|right| 200px|thumb|ଛାୟାପଥ ବ୍ରହ୍ମାଣ୍ଡର ସବୁଠାରୁ ବଡ ଖଗୋଲୀୟ ବସ୍ତୁ ଅଟେ । ଏନଜୀସୀ ୪୪୧୪ ଏକ ୫୫,୦୦୦ ପ୍ରକାଶ ବର୍ଷ ବ୍ୟାସର ଛାୟାପଥ ଅଟେ ]]
'''ଛାୟାପଥ''' (English: Galaxy), ଅସଂଖ୍ୟ ତାରାର ସମୂହ ଅଟେ ଯାହା ସ୍ୱଚ୍ଛ ଓ ଅନ୍ଧାର ରାତିରେ ଆକାଶ ମଝିରେ ଗତିକରୁଥିବା ଅର୍ଦ୍ଧଚକ୍ର ଋପେ ଏବଂ ଝିଲମିଲ ମେଖଳା ସମାନ ଦେଖାଯାଇଥାଏ । ଏହି ମେଖଳା ବସ୍ତୁତଃ ଏକ ପୂର୍ଣ୍ଣଚକ୍ରର ଅଙ୍ଗ ଅଟେ ଯାହାର ଦିଗବଳୟ ତଳ ଭାଗ ଦେଖାଯାଏ ନାହିଁ । [[ଭାରତ]]ରେ ଏହି ଛାୟାପଥକୁ ମନ୍ଦାକିନୀ, ସ୍ୱର୍ଣ୍ଣଗଙ୍ଗା, ସ୍ୱର୍ନଦୀ, ସୁରନଦୀ,ଆକାଶନଦୀ, ଦେବନଦୀ, ନାଗବୀଥୀ, ହରିତାଳୀ ଇତ୍ୟାଦି ମଧ୍ୟ କୁହାଯାଏ ।
 
[[ପୃଥିବୀ]] ଓ [[ସୂର୍ଯ୍ୟ]] ଯେପରି ଛାୟାପଥରେ ଅବସ୍ଥିତ ଅଛନ୍ତି, ରାତିରେ ଆମ୍ଭେମାନେ ଖାଲି ଆଖିରେ ସେହି ଛାୟାପଥର ତାରା ମାନଙ୍କୁ ଦେଖିପାରୁ । ଏବେ ପର୍ଯ୍ୟନ୍ତ ବ୍ରହ୍ମାଣ୍ଡର ଯେତିକି ଭାଗ ଜଣା ପଡିଛି ସେଥିମଧ୍ୟରୁ ପାଖାପାଖି ଏହିପରି ୧୯ ଆରବ ଛାୟାପଥ ରହିବାର ଅନୁମାନ ରହିଛି । ବ୍ରହ୍ମାଣ୍ଡର ବିଷ୍ଫୋଟ ସିଦ୍ଧାନ୍ତ (ବିଗ ବଙ୍ଗ ଥିୟୋରୀ ଅଫ ୟୁନିଭର୍ସ) ଅନୁଶାରେ ସମସ୍ତ ଛାୟାପଥ ନିଜ-ନିଜ ଠାରୁ ତିବ୍ର ଭାବେ ଦୂରକୁ ନିଜ ସ୍ଥାନ ବଦଳାଇ ଦେଉଛି ।
 
ବ୍ରହ୍ମାଣ୍ଡରେ ଶହେ ଆରବ ଛାୟାପଥର ଅସ୍ତିତ୍ତ୍ୱ ରହିଛି , ଯାହା ବଡ ମାତ୍ରାରେ ତାରା, ଗ୍ୟାସ ଓ ଖଗୋଲୀୟ ଧୂଳୀକୁ ସାଉଣ୍ଟି ରଖିଛି । ଛାୟାପଥ ନିଜ ଜୀବନ ଏକଲକ୍ଷ ବର୍ଷ ପୂର୍ବେ ପ୍ରାରମ୍ଭ କରିଥିଲା ଏବଂ ଧିରେ ଧିରେ ନିଜର ବର୍ତ୍ତମାନ ସ୍ୱରୂପକୁ ପ୍ରାପ୍ତ କରିଥିଲା । ପ୍ରତ୍ୟେକ ଛାୟାପଥ ତାରା ମାନଙ୍କୁ ସାଉଣ୍ଟି ରଖିଛି । ଗୁରୁତ୍ୱାକର୍ଷଣ ତାରା ମାନଙ୍କୁ ଏକା ସହିତ ବାନ୍ଧି ରଖିଥାଏ ଏବଂ ଏହିପ୍ରକାରେ ସେମାନଙ୍କ ଛାୟାପଥ ଏକାସହିତ ମିଶି ତାରା ଗୁଚ୍ଛରେ ରହିଥାଏ ।
୩,୫୫୨

ଗୋଟି ସମ୍ପାଦନା