"ଛାୟାପଥ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୫ କ ଧାଡ଼ି:
 
ବ୍ରହ୍ମାଣ୍ଡରେ ଶହେ ଆରବ ଛାୟାପଥର ଅସ୍ତିତ୍ତ୍ୱ ରହିଛି , ଯାହା ବଡ ମାତ୍ରାରେ ତାରା, ଗ୍ୟାସ ଓ ଖଗୋଲୀୟ ଧୂଳୀକୁ ସାଉଣ୍ଟି ରଖିଛି । ଛାୟାପଥ ନିଜ ଜୀବନ ଏକଲକ୍ଷ ବର୍ଷ ପୂର୍ବେ ପ୍ରାରମ୍ଭ କରିଥିଲା ଏବଂ ଧିରେ ଧିରେ ନିଜର ବର୍ତ୍ତମାନ ସ୍ୱରୂପକୁ ପ୍ରାପ୍ତ କରିଥିଲା । ପ୍ରତ୍ୟେକ ଛାୟାପଥ ତାରା ମାନଙ୍କୁ ସାଉଣ୍ଟି ରଖିଛି । ଗୁରୁତ୍ୱାକର୍ଷଣ ତାରା ମାନଙ୍କୁ ଏକା ସହିତ ବାନ୍ଧି ରଖିଥାଏ ଏବଂ ଏହିପ୍ରକାରେ ସେମାନଙ୍କ ଛାୟାପଥ ଏକାସହିତ ମିଶି ତାରା ଗୁଚ୍ଛରେ ରହିଥାଏ ।
 
ପ୍ରାରମ୍ଭରେ ଖଗୋଲୀୟ ଶାସ୍ତ୍ରୀ ମାନଙ୍କ ଧାରଣା ଥିଲା ଯେ, ବ୍ରହ୍ମାଣ୍ଡରେ ନୂତନ ଛାୟାପଥର ଜନ୍ମ ସମ୍ଭବତଃ ପୁରୂଣା ଛାୟାପଥର ବିଷ୍ଫୋଟର ଫଳସ୍ୱରୂପ ହୋଇଥାଏ । କିନ୍ତୁ ୟାର୍କ ବିଶ୍ୱବିଦ୍ୟାଳୟର ଖଗୋଲୀୟ ଶାସ୍ତ୍ରୀ- ଡଃ॰ସୀ.ଆର. ପ୍ୟୁଟର୍ନ ଏବଂ ଡଃ॰ଏ.ଈ ରାଇଟ, ଛାୟାପଥର ଚାରୋଟି ସମୂହକୁ ଅନ୍ତରକ୍ରୀୟାର ଅଧ୍ୟୟନ କରି ଏହି ଧାରଣାର ଖଣ୍ଡନ କରିଛନ୍ତି । ସେମାନେ ମତ ଦେଇଥିଲେ ଯେ, ଛାୟାପଥ ମଝିରେ ଏହି ପ୍ରକାର ବିଷ୍ଫୋଟକ ଅନ୍ତର କ୍ରୀଆ ରହି ନଥାଏ ଯାହା ନୂତନ ଛାୟାପଥ କୁ ଜନ୍ମ ଦେଇପାରେ ।
 
[[ଶ୍ରେଣୀ:ପୃଥିବୀ]]
"https://or.wikipedia.org/wiki/ଛାୟାପଥ"ରୁ ଅଣାଯାଇଅଛି