"କାର୍ତ୍ତିକ ପୂର୍ଣ୍ଣିମା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ସଜାଣି ଓ ଆଧାର
୧୮ କ ଧାଡ଼ି:
|relatedto = [[ରାସ ପୂର୍ଣ୍ଣିମା]]
}}
'''କାର୍ତ୍ତିକ ପୂର୍ଣ୍ଣମାପୂର୍ଣ୍ଣିମା''', ରାସ ବା [[ରାସ ପୂର୍ଣ୍ଣିମା]] ନାମରେ ମଧ୍ୟ ପରିଚିତ ‌। [[ଓଡ଼ିଶା]]ର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡ଼ିତ । ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହାଖ୍ରୀଷ୍ଟପୂର୍ବୀୟ ଏତେକାଳରେ ନିବିଡ଼ଓଡ଼ିଶାରେ ଭାବରେନୌବାଣିଜ୍ୟ ସଂପୃକ୍ତ ଯେଦୃଷ୍ଟିକୋଣରୁ ଏହି ଦିବସରପର୍ବର ଗୁରୁତ୍ୱକୁବୈଶିଷ୍ଟ୍ୟ ବାଦରହିଛି ଦେଲେ।<ref ଖ୍ରୀଷ୍ଟପୂର୍ବୀୟname="Sanyal2016">{{cite କାଳରେbook|author=Sanjeev ଓଡ଼ିଶାରେSanyal|title=The ନୌବାଣିଜ୍ୟOcean ସମ୍ପର୍କରେof ଚିନ୍ତାChurn: ବିHow କରାଯାଇthe ପାରେIndian ନାହିଁOcean Shaped ଅତଏବHuman ଧର୍ମଗତHistory|url=https://books.google.com/books?id=oNekDAAAQBAJ&pg=PT84|date=10 ତଥାAugust ଐତିହାସିକ2016|publisher=Penguin ଉଭୟBooks ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ ।Limited|isbn=978-93-86057-61-7|pages=84–}}</ref>
 
ବିଶ୍ୱଜନନୀ କରୁଣାମୟୀଏହି ମାପର୍ବରେ [[ଦୁର୍ଗା]]ଙ୍କ ଶାରଦୀୟ ବନ୍ଦନା ପରେପରେ ଚନ୍ଦ୍ର ଏବଂ ମା [[କାଳୀ]]ଙ୍କ ଆରାଧନା ଅତ୍ୟନ୍ତ ଆଡ଼ମ୍ବର ସହକାରେ ସମାହିତ ହୁଏକରାଯାଏ । ଦେବ ସେନାପତି ଚିର କୁମାର [[କାର୍ତ୍ତିକେୟ]]ଙ୍କ ଆରାଧନା ଏହି ମାସରେ ଅତ୍ୟନ୍ତ ଉତ୍ସାହର ସହିତ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ ।
 
== ବୈଶିଷ୍ଟ୍ୟ ==
ଓଡ଼ିଶାର ଆଦିକବି ଶୂଦ୍ରମୁନି [[ସାରଳା ଦାସ]] ରଚିତ [[ମହାଭାରତ]]ର ଆଦିପର୍ବରେ [[କାର୍ତ୍ତିକ|କାର୍ତ୍ତିକ ମାସ]]ର ପବିତ୍ରତା ସମ୍ପର୍କରେ ବର୍ଣ୍ଣନା କରିଛନ୍ତି । ଏହିପର୍ବରେ ବର୍ଣ୍ଣିତ କାର୍ତ୍ତିକ ପୂର୍ଣ୍ଣିମା ଦିନ [[ଭୋଜରାଜ]] ଓ [[ଭୀଷ୍ମ]]ଙ୍କ ଗଙ୍ଗାସ୍ନାନ ଯାତ୍ରା ପ୍ରସଙ୍ଗରୁପ୍ରସଙ୍ଗରେ ଜଣାଯାଏଦର୍ଶାଯାଇଛି ଯେ,କାର୍ତ୍ତିକ ମାସରେ ମୃତ୍ୟୁବରଣ କଲେ ବୈକୁଣ୍ଠ ପ୍ରାପ୍ତି ହୁଏ । ପୁନଶ୍ଚ କାର୍ତ୍ତିକ ଏକ ଧର୍ମ ମାସ ରୂପେ ମଧ୍ୟ ପରିଚିତ । ଏହି ମାସରେ ବୟସ୍କ ତଥା ଧର୍ମପ୍ରାଣ ଆବାଳ- ବୃଦ୍ଧ- ବନିତା ପ୍ରତ୍ୟହ ପ୍ରାତଃକାଳରେ ସ୍ନାନ ସମାପନ ପୂର୍ବକ ଦେବ ଦର୍ଶନ ଏବଂ ନଗର ସଂକୀର୍ତ୍ତନରେସଂକୀର୍ତ୍ତନ ଆତ୍ମବିଭୋରଆଦି ହୋଇ ଉଠୁଥିବାର ଦେଖାଯାଏକରିଥାନ୍ତି । ପୂର୍ଣ୍ଣିମା ପାଞ୍ଚଦିନ [[ପଞ୍ଚକ]] ପର୍ବ ବା ମହାପଞ୍ଚକ ନାମରେ ପରିଚିତ । ଏହି ପାଞ୍ଚଦିନ ପ୍ରତ୍ୟେକ [[ହିନ୍ଦୁ]] ଆମିଷ ପରିହାର ପୂର୍ବକ ଶ୍ରଦ୍ଧା ଭାବନା ତଥା ଧର୍ମୀୟ ମନୋଭାବରେ ଦେବତାଙ୍କୁ ପୂଜା କରିଥାନ୍ତି । କୁହାଯାଏ ଯେ ଏହି ପାଞ୍ଚଦିନକାଳ ବଗ ମଧ୍ୟ ଆମିଷ ସ୍ପର୍ଶ କରେ ନାହିଁ । ସେ ଯାହା ହେଉନା କାହିଁକି ଏହି ମାସର [[ଶୁକ୍ଳପକ୍ଷ]] ଏକାଦଶୀ ବା ବଡବଡ଼ ଏକାଦଶୀ ଠାରୁଏକାଦଶୀଠାରୁ [[ପୂର୍ଣ୍ଣମୀ]] ପାଞ୍ଚଦିନ ଧରି ଅନୁଷ୍ଠିତ ମହାପଞ୍ଚକ ହିନ୍ଦୁମାନଙ୍କ ପାଇଁ ଧର୍ମଗତ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ପିଣ୍ଡ ପ୍ରଦାନ ଓଡ଼ିଶାରେ ସଂପ୍ରତି ପ୍ରଚଳିତ ନାହିଁ ସତ୍ୟ, ମାତ୍ର ବ୍ରତ ପାଳନ ଏବେ ବି ଓଡ଼ିଆ ପରମ୍ପରାରେ ଅନୁସୃତ । ଏହି ଦିନ ମହିଳାମାନେ ରାଇ- ଦାମୋଦର ବ୍ରତର ଉଦ୍ ଯାପନ କରିଥାନ୍ତି । ବିଧବାମାନଙ୍କ ପକ୍ଷରେବିଧବାମାନେ ଏହି ମାସଟି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ I ସେମାନେମାସରେ ହବିଷ୍ୟ ପାଳନ ପୂର୍ବକ ପ୍ରତ୍ୟହ ସନ୍ଧ୍ୟାରେ ଆକାଶଦୀପ ପ୍ରଜ୍ଜଳନ କରିଥାନ୍ତି । ପ୍ରତ୍ୟେକ ଦିନ ପ୍ରତ୍ୟୁଷରୁ ଶଯ୍ୟାତ୍ୟାଗକରି ସ୍ନାନ କରି ସେମାନେ ଦେବଦେବୀ ଦର୍ଶନ ପାଇଁ ଯାଆନ୍ତି ଏବଂ ଦେବାଳୟରୁ ଫେରିବା ପରେ କାର୍ତ୍ତିକ ମାହାତ୍ମ୍ୟ ପାଠ ବା ଶ୍ରବଣରେ ମନଦିଅନ୍ତି । ତୁଳସୀ ବୃକ୍ଷକୁ ଏହିମାସରେ ଅତ୍ୟନ୍ତ ଭକ୍ତି ସହକାରେ ଆରାଧନା କରାଯାଏ ।
 
== କିମ୍ବଦନ୍ତୀ ==
କିମ୍ବଦନ୍ତୀ ରହିଛି ଯେ ରାକ୍ଷସ ଜଳନ୍ଧର ନିଜ ସତୀ ସ୍ୱାଧୀ ପତ୍ନୀ ତୁଳସୀଙ୍କ ପାତିବ୍ରତ୍ୟ ବଳରେ ବଳୀୟାନ ହୋଇ ଉଠିଥିଲା ଏବଂ ବୃନ୍ଦାବତୀଙ୍କ ସତୀତ୍ୱ ଅମ୍ଳାନ ରହିଥିବା ପର୍ଯ୍ୟନ୍ତ ଦେବତାମାନେ ବହୁ ଚେଷ୍ଟା ସତ୍ତ୍ୱେ ଜଳନ୍ଧର କୌଣସି ଅନିଷ୍ଟ କରିପାରି ନଥିଲେ ।
 
== ବିଶେଷତା ==
ଆକାଶଦୀପ ପ୍ରତିଷ୍ଠା ପବିତ୍ର କାର୍ତ୍ତିକ କୃତ୍ୟର ଆଉ ଏକ ମହତ୍ତ୍ୱପୂର୍ଣ୍ଣ ଅବଦାନ । କାର୍ତ୍ତିକ ମାସ ବେଳକୁ ପିତୃପକ୍ଷ ଆରମ୍ଭ ହୋଇଯାଇଥାଏ । ପ୍ରେତପୁରୁଷ ତଥା ପିତୃଗଣଙ୍କୁ ପଥ ପ୍ରଦର୍ଶନ ଏବଂ ସେମାନଙ୍କ ଅନ୍ଧକାରାଚ୍ଛନ୍ନ ଦୁର୍ଗମ ପଥକୁ ଆଲୋକିତ କରିବା ସକାଶେ ଉଚ୍ଚ ସ୍ଥାନରେ ଏହି ପ୍ରଦୀପ ପ୍ରଜ୍ଜଳନ ବିଧି ପ୍ରଚଳିତ । ତେଣୁ ପ୍ରାୟତଃ ପ୍ରତ୍ୟେକ ଗ୍ରାମରେ ଏକ ଉଚ୍ଚ ବାଉଁଶ ଖୁଣ୍ଟ ଉପରେ ପ୍ରତି ସନ୍ଧ୍ୟାରେ ଆକାଶଦୀପ ରଖାଯାଉଥାଏ । ପୂର୍ଣ୍ଣିମା ଅବକାଶରେ କଦଳୀପଟୁଆ ନିର୍ମିତ ଡଙ୍ଗା ଭସାଇବାର ବିଧି ପ୍ରଚଳିତ।ପ୍ରଚଳିତ । ସେ ଦିନ ପ୍ରତ୍ୟୁଷରୁ ଆବାଳ- ବୃଦ୍ଧା- ବନିତା ନଦୀ ବା ପୁଷ୍କରଣୀରେ ବୁଡ ପକାଇ କଦଳୀ ବାହୁଙ୍ଗା ବା ସୋଲ ତିଆରି ଖେଳଣା ଡଙ୍ଗାରେ ଦୀପ ଜାଳି ଏବଂ ସେଥିରେ ପାନଗୁଆ ଥୋଇ ସେସବୁ ଭସାଇ ଦିଅନ୍ତି । ଏହି ସମୟରେ ସମସ୍ତେ ଉତ୍ ଫୁଲ୍ଲିତ ଚିତ୍ତରେ ଗାନ କରନ୍ତି ''' ଆ କା ମା ବୈ, ପାନ ଗୁଆ ଥୋଇ ପାନ ଗୁଆ ତୋର, ମାସକ ଧରମ ମୋର ।''’ ଏହି ଅବସରରେ ପ୍ରତ୍ୟେକ ପୁଣ୍ୟ ଅର୍ଜନ ସକାଶେ ମନାସ କରିଥାନ୍ତି । ବିଶ୍ୱାସ ରହିଛି ଯେ ଏହିଦିନ ପ୍ରତ୍ୟୁଷରୁ ସ୍ନାନପୂର୍ବକ ଦେବଦର୍ଶନ କଲେ ସମସ୍ତ ପ୍ରକାର ପାପ ନାଶ ହୋଇଥାଏ । [[ଆଷାଢ଼]], [[କାର୍ତ୍ତିକ]], [[ମାଘ]] ଓ [[ବୈଶାଖ]]- ଏଇ ଚାରିମାସ ହେଉଛି ସୂର୍ଯ୍ୟଙ୍କର ଅୟନାନ୍ତ କାଳ । ସମ୍ଭବତଃ ଏହି ଅୟନାନ୍ତ ଦିବସମାନଙ୍କରେ ସୌରଦେବଙ୍କ ଉପାସନା କରାଯାଏ । ପୌରାଣିକ ଅନୁଧ୍ୟାନରୁ ଏହି ଚାରିମାସ ଧର୍ମ ଦୃଷ୍ଟିରୁ ଶୁଭପ୍ରଦ ଏବଂ ଦେବଦେବୀଙ୍କ ଉପାସନା ସକାଶେ ଅତ୍ୟନ୍ତ ଅନୁକୂଳ । ତେଣୁ ଏହି ଚାରିମାସର ଆଦ୍ୟବର୍ଣ୍ଣ ‘ ଆ କା ମା ବୈ ’ ଜନଜୀବନକୁ ଯେ ପ୍ରଭାବିତ କରୁ ନ ଥିବ ତାହା କୁହାଯାଇ ନପାରେ । ହୁଏତ ଗଙ୍ଗା ବା ଲକ୍ଷ୍ମୀନାରାୟଣ ଉପାସନା କରିବା ଛଳରେଅବସରରେ ଓଡ଼ିଶାର ନରନାରୀ ଜଳରେ ସ୍ୱଦେଶ ସଂସ୍କୃତିର ପ୍ରତୀକ ଉପାସନା ସାମଗ୍ରୀ '' ତାମ୍ବୁଳ, ଅକ୍ଷତ ଓ ତିଳ '' ନିକ୍ଷେପ ପୂର୍ବକ ପ୍ରତିଦାନ ସ୍ୱରୂପ ଦେବତାଙ୍କ ଠାରୁ ପୁଣ୍ୟ କାମନା କରିଥାନ୍ତି I ଏହି ଅବକାଶରେ ଶ୍ୟାମଦେଶ (ଥାଇଲ୍ୟାଣ୍ଡ )ରେ କଦଳୀପଟୁଆ ନିର୍ମିତ ଛୋଟଛୋଟ ଡଙ୍ଗା ଭସାଇବା ପରମ୍ପରା ଏବେ ମଧ୍ୟ ପ୍ରଚଳିତ I ଏହି ପୂର୍ଣ୍ଣିମା ଅବକାଶରେ ପ୍ରାଚୀନ ଉତ୍କଳର ରାଜଧାନୀ ଐତିହାସିକ କଟକନଗରୀ ଉପକଣ୍ଠସ୍ଥ ବାରବାଟୀ ଦୁର୍ଗ ନିକଟବର୍ତ୍ତୀ ପଡ଼ିଆରେ ଅନୁଷ୍ଠିତ [[ବାଲିଯାତ୍ରା]] ଭୂମିକାଅନୁଷ୍ଠିତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣହୁଏ<ref name="Latif2008">{{cite book|author=Asad Latif|title=India in the Making of Singapore|url=https://books.google.com/books?id=P_R0BwAAQBAJ&pg=PA75|year=2008|publisher=Institute of Southeast Asian Studies|isbn=978-981-08-1539-4|pages=75–}}</ref> ଏହା ଓଡ଼ିଶାର ଏକ ପ୍ରଧାନ ଉତ୍ସବ ।<ref name="MohantyPatnaik2003">{{cite book|author1=Gopinath Mohanty|author2=Jeeban Kumar Patnaik|author3=Santosha Kumāra Ratha|coauthors=State Level Vyasakabi Fakir Mohan Smruti Samsad|title=Cultural heritage of &#91;Orissa&#93;|url=https://books.google.com/books?id=kYhKAQAAIAAJ|year=2003|publisher=State Level Vyasakabi Fakir Mohan Smruti Samsad|isbn=978-81-902761-3-9}}</ref> ଉତ୍କଳର ବିଲୁପ୍ତ ନୌପରମ୍ପରା ସହିତ ଏହାର ସଂପୃକ୍ତି ବହୁଭାବରେ ସ୍ୱୀକୃତରହିଛି<ref name="Sanyal2008">{{cite book|author=Sanjeev Sanyal|title=The Indian Renaissance: India's Rise After a Thousand Years of Decline|url=https://books.google.com/books?id=_YZpDQAAQBAJ&pg=PA10|year=2008|publisher=World Scientific|isbn=978-981-281-877-5|pages=10–}}</ref> କାର୍ତ୍ତିକ ପୂର୍ଣ୍ଣିମା ''' ବୋଇତ ବନ୍ଦାଣ ଦିବସ ''' ନାମରେ ମଧ୍ୟ ଖ୍ୟାତ । ବହୁ ପୁରାକାଳରୁ ଏହି ଉତ୍ସବ ପାଳିତ ହୋଇଆସୁଛି ।<ref>{{cite news |issue=ସମାଜ, ପୃଷ୍ଠା- ୭, ୧୮- |publisher=ସମାଜ |date=୨୪./୧୧.୧୨/୨୦୧୨}}</ref>
 
== ଆଧାର ==