"ପରମେଶ୍ୱର ସେଠୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୪୦ କ ଧାଡ଼ି:
 
୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ପରମେଶ୍ୱର ସେଠୀ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ [[ଯାଜପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)|ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ]]<nowiki/>ରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୬୪,୪୮୦ ଖଣ୍ଡ ଭୋଟ ପାଇଁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଆଞ୍ଚଳ ଦାସଙ୍କୁ ୧୫୧୭୦ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।
 
== ମୃତ୍ୟୁ ==
ପରମେଶ୍ୱର ସେଠୀ ୨୦୧୧ ମସିହାର ମାର୍ଚ୍ଚ ମାସ ୩ ତାରିଖରେ ମୃତ୍ୟୁବରଣ କରିଥିଲେ ।<ref name="Parameswar Sethi"/> ମୃତ୍ୟୁବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା ।
 
== ଆଧାର ==