"ଇଣ୍ଟରନେଟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୧୧ କ ଧାଡ଼ି:
 
ବର୍ତ୍ତମାନ ଇଣ୍ଟରନେଟ ମାଧ୍ୟମରେ [[ଇମେଲ]] ପାଇବା/ପଠାଇବା, [[ଚାଟିଙ୍ଗ]] କରିବା, ଆଦି କାମ ସହଜରେ ହୋଇ ପାରୁଥିବା ବେଳେ ସୂଚନା ଆଦାନ ପ୍ରଦାନ ମଧ୍ୟ ହୋଇ ପାରୁଛି | ଇଣ୍ଟରନେଟ ପରିବର୍ତ୍ତନଶୀଳ, ତେଣୁ ଦିନକୁ ଦିନ ଏଥିରେ ନୁଆ ନୁଆ ଜ୍ଞାନ କୌଶଳର ବ୍ୟବହାର ହେଉଛି | ଏବେ ଆମେ ନିଜ ଘରେ ବସି ଇଣ୍ଟରନେଟ ମାଧ୍ୟମରେ ବିଶ୍ଵରେ ଘଟୁଥିବା ଅଗଣିତ ଘଟଣା ବିଷୟରେ ଜାଣିପାରୁଛେ ଏବଂ ଦେଖିପାରୁଛେ |
 
ଜ୍ଞାନକୌଶଳ : ଇଣ୍ଟରନେଟ ରେ କିଛି ମୁଖ୍ୟ କମ୍ପ୍ୟୁଟର ରହିଥାଏ, ଯାହାକୁ ସର୍ଭର କୁହାଯାଏ। ସର୍ଭର ଗୁଡିକ ପରସ୍ପର ମଧ୍ୟରେ ସଂଯୁକ୍ତ ହୋଇଥାନ୍ତି। ସର୍ଭର ବା ମୁଖ୍ୟ କମ୍ପ୍ୟୁଟର ରେ ଡାଟା ସବୁ ସାଇତି ରଖା ଯାଇଥାଏ। ପ୍ରତ୍ୟେକ ସର୍ଭର ର ସ୍ଵତନ୍ତ୍ର ନାମ ଏବଂ ଅଡ୍ରେସ ରହିଥାଏ। ଆମେ ଯେତେବେଳେ ଆମ କମ୍ପ୍ୟୁଟର ରେ ୱେବସାଇଟ ଖୋଳୁଛୁ,ସେ ପ୍ରଥମେ ନିଜର ସର୍ଭର ସହିତ ସମ୍ପର୍କ କରେ ଏବଂ ସର୍ଭର ରୁ ସମ୍ପୃକ୍ତ ପ୍ରୁଷ୍ଠା କୁ ଆମ କମ୍ପ୍ୟୁଟର ରେ ଦେଖେଇ ଥାଏ।
 
[[ବିଭାଗ:ବିଜ୍ଞାନ]]
[[ବିଭାଗ:ଇଣ୍ଟରନେଟ‎]]
[[ବିଭାଗ:କମ୍ପ୍ୟୁଟର ବିଜ୍ଞାନ]]
 
[[ace:Internèt]]
[[af:Internet]]
"https://or.wikipedia.org/wiki/ଇଣ୍ଟରନେଟ"ରୁ ଅଣାଯାଇଅଛି