"ଜଳବାୟୁ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
ଜଳବାୟୁ କହିଲେ ଦୀର୍ଘ ୩୦ ବର୍ଷର ସ୍ୱାଭାବିକ ପାଣିପାଗର ହାରାହାରି ପରିସଂଖ୍ୟାନକୁ ବୁଝାଏ ।
Content deleted Content added
ଜଳବାୟୁ ବିଷୟ ଲେଖାଗଲା |
(କିଛି ବଦଳିନାହିଁ)
|
୧୮:୨୪, ୨୬ ନଭେମ୍ବର ୨୦୧୯ ଅନୁସାରେ କରାଯାଇଥିବା ବଦଳ
ଜଳବାୟୁ (ଇଂରାଜୀ ଭାଷାରେ Climate) କହିଲେ ଦୀର୍ଘ ୩୦ ବର୍ଷର ସ୍ୱାଭାବିକ ପାଣିପାଗର ହାରାହାରି ପରିସଂଖ୍ୟାନକୁ ବୁଝାଏ । [୧][୨] ବାୟୁମଣ୍ଡଳର ଚାପ, ଆର୍ଦ୍ରତା, ଉତ୍ତାପ, ଆର୍ଦ୍ରତା, ପବନ ଓ ପ୍ରେସିପିଟେସନକୁ ହିସାବକୁ ନେଇ ଏହି ଜଳବାୟୁ ବିଷୟରେ ପୁର୍ବାନୁମାନ କରାଯାଏ । ବ୍ୟାପକ ଅର୍ଥରେ ସମୁଦ୍ର ଓ ପୃଥିବୀରେ ଥିବା ବରଫକୁ ଜଳବାୟୁ ମଣ୍ଡଳର (climate system) ଅଂଶ ଭାବରେ ହିସାବକୁ ନେଲେ ଯାହା ବୁଝାଏ ତାହାକୁ ଜଳବାୟୁ କୁହାଯାଏ । [୧] କୌଣସି ସ୍ଥାନର ଜଳବାୟୁ ତାହାର ଦ୍ରାଘିମା, ଇଲାକା (terrain), ଉଚ୍ଚତା (altitude), ଜଳ ଭଣ୍ଡାର (water bodies) ଓ ତାହାର ସ୍ରୋତ ଅନୁସାରେ ପ୍ରଭାବିତ ହୁଏ ।
ଆଧାର
- ↑ ୧.୦ ୧.୧ Planton, Serge (France; editor) (2013). "Annex III. Glossary: IPCC – Intergovernmental Panel on Climate Change" (PDF). IPCC Fifth Assessment Report. p. 1450. Archived from the original (PDF) on 2016-05-24. Retrieved 25 July 2016.
{{cite web}}
:|first=
has generic name (help)CS1 maint: multiple names: authors list (link) - ↑ Shepherd, Dr. J. Marshall; Shindell, Drew; O'Carroll, Cynthia M. (1 February 2005). "What's the Difference Between Weather and Climate?". NASA. Retrieved 13 November 2015.