"ଗଦାଧର ଦତ୍ତ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୧ କ ଧାଡ଼ି:
{{ଛୋଟ|MadanGadadhar Mohan PatnaikDutta}}
{{Infobox Indian politician
|image =
୪୫ କ ଧାଡ଼ି:
}}
 
'''ଗଦାଧର ଦତ୍ତ''' (ଜନ୍ମ: ୨୭ ନଭେମ୍ବର ୧୯୦୬) ଜଣେ [[ଓଡ଼ିଆ ଲୋକ|ଓଡ଼ିଆ]] ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଗଦାଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ସମୁଦାୟ ଚାରିଥର କାର୍ଯ୍ୟ କରିଥିଲେ । ୧୯୪୬ ମସିହାର ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାରେ ସେ ପୂର୍ବ ଯାଜପୁରରୁ ନିର୍ବାଚିତ ହୋଇଥିଲେ ଏବଂ ପରେ ଭାରତ ସ୍ୱାଧୀନ ହେବାପରେ ୧୯୫୨ ଓ ୧୯୫୭ ମସିହାରେ [[ଯାଜପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)|ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ]]<nowiki/>ରୁ ଯଥାକ୍ରମେ [[୧ମ ଓଡ଼ିଶା ବିଧାନ ସଭା|୧ମ]] ଓ [[୨ୟ ଓଡ଼ିଶା ବିଧାନ ସଭା]]<nowiki/>କୁ ନିର୍ବାଚିତ ହୋଇଥିଲେ । ଏହାପରେ ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ [[ଧର୍ମଶାଳା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)|ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀ]]<nowiki/>ରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।<ref name="MadanGadadhar Mohan PatnaikDutta">{{cite web|url=http://odishaassembly.nic.in/memberprofile.aspx?img=25998 |title=Shri Madan MohanGadadhar PatnaikDutta |last=|first=|date=|website=odishaassembly.nic.in|publisher=Odisha Assembly|archive-url=|archive-date=|dead-url=|accessdate=19 November 2019}}</ref>
 
== ଜନ୍ମ, ପରିବାର ଓ ଶିକ୍ଷା ==
ଗଦାଧର ୧୯୦୬ ମସିହାର ନଭେମ୍ବର ମାସ ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ ।<ref name="MadanGadadhar Mohan PatnaikDutta" /> ତାଙ୍କ ବାପାଙ୍କ ନାମ ଗୋକୁଳାନନ୍ଦ ଦତ୍ତ ଏବଂ ପତ୍ନୀଙ୍କ ନାମ ବିମଳା ଦତ୍ତ ।<ref name="MadanGadadhar Mohan PatnaikDutta" /> ଗଦାଧରଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।<ref name="Madan MohanGadadhar PatnaikDutta" />
 
== ରାଜନୈତିକ ଜୀବନ ==
ଗଦାଧର ଦତ୍ତ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ ।<ref name="MadanGadadhar Mohan PatnaikDutta" />
 
<!--୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଗଦାଧର ଦତ୍ତ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ [[ଯାଜପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)|ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ]]<nowiki/>ରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୬୪,୪୮୦ ଖଣ୍ଡ ଭୋଟ ପାଇଁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।<ref name=":0">{{Cite web|url=https://eci.gov.in/files/file/3629-orissa-2004/|title=Orissa 2004|website=Election Commission of India|language=en-IN|access-date=2019-06-27}}</ref> ଏହି ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଆଞ୍ଚଳ ଦାସଙ୍କୁ ୧୫୧୭୦ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।<ref name=":0" /> ଏହି ବିଧାନ ସଭାରେ ସେ ୧୯୯୫ ମସିହାରୁ ୨୦୦୪ ମସିହାଯାଏଁ କାର୍ଯ୍ୟ କରିଥିଲେ ।-->== ମୃତ୍ୟୁ ==
ଗଦାଧର ୧୯୭୪ ମସିହାର ମାର୍ଚ୍ଚ ମାସ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ ।<ref name="MadanGadadhar Mohan PatnaikDutta" /> ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା ।
 
== ଆଧାର ==