"ବାଙ୍କ ବିହାରୀ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୩୯ କ ଧାଡ଼ି:
 
'''ବାଙ୍କ ବିହାରୀ ଦାସ''' (୧ ଜାନୁଆରୀ ୧୯୯୨ - ୨୮ ଜୁଲାଇ ୨୦୦୧) ଜଣେ [[ଓଡ଼ିଆ ଲୋକ|ଓଡ଼ିଆ]] ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଏବଂ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବାଙ୍କ ବିହାରୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ବାଙ୍କ ବିହାରୀ [[ବିଞ୍ଝାରପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)|ବିଞ୍ଜାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ]]<nowiki/>ରୁ [[୨ୟ ଓଡ଼ିଶା ବିଧାନ ସଭା]]<nowiki/>କୁ ନିର୍ବାଚିତ ହୋଇଥିଲେ ଏବଂ ପରେ ୧୯୭୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚରେ ସେ [[ଧର୍ମଶାଳା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)|ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀ]]<nowiki/>ରୁ ଯଥାକ୍ରମେ [[୫ମ ଓଡ଼ିଶା ବିଧାନ ସଭା|୫ମ]] ଓ [[୬ଷ୍ଠ ଓଡ଼ିଶା ବିଧାନ ସଭା]]<nowiki/>କୁ ନିର୍ବାଚିତ ହୋଇଥିଲେ ।<ref name="Banka Bihari Das">{{cite web|url=http://odishaassembly.nic.in/memberprofile.aspx?img=1381 |title=Shri Banka Bihari Das |last=|first=|date=|website=odishaassembly.nic.in|publisher=Odisha Assembly|archive-url=|archive-date=|dead-url=|accessdate=3 December 2019}}</ref>
 
== ଜନ୍ମ, ପରିବାର ଓ ଶିକ୍ଷା ==
 
== ରାଜନୈତିକ ଜୀବନ ==