"ଶ୍ରୀନିବାସ ରାମାନୁଜନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବ/ୱ ଫଳା ବଦଳ
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୨୧ କ ଧାଡ଼ି:
|signature alt=Srinivasa Ramanujan signature
}}
'''ଶ୍ରୀନିବାସ ରାମାନୁଜନ''' [[Fellow of the Royal Society|FRS]] ({{Audio|Srinivasa_ramanujan_wikipedia.ogg|pronunciation}}) (୨୨ ଡିସେମ୍ବର ୧୯୮୭1887{{spaced ndash}}୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ ।
 
ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। <ref>{{Cite book|last=Berndt |first=Bruce C. |title= Ramanujan's Notebooks Part V|year= 2005 |publisher= [[Springer Science+Business Media|SpringerLink]] |isbn= 0-387-94941-0 | page=4}}</ref> ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। <ref>{{Cite journal|year=1999 |month=August |title=Rediscovering Ramanujan |journal= [[Frontline (magazine)|Frontline]]|volume=16 |issue=17 |page=650|url=http://www.frontlineonnet.com/fl1617/16170810.htm |accessdate=20 December 2012|ref=harv }}</ref> ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ।<ref>[[C.P. Snow]] Foreword to "[[A Mathematician's Apology]]" by [[G.H. Hardy]]</ref> ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ ।