"ଢଗ ଢମାଳି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୧ କ ଧାଡ଼ି:
{{Lead too short}}
{{Sections}}
ଓଡ଼ିଆ ସମାଜିକ ଚାଲିଚଳଣିରେ ଆକ୍ଷେପ, ଉପଦେଶ, ମନ୍ତବ୍ୟ ପାଇଁ ମୁଖ ନିସୃତନିଃସୃତ ଲୋକ କଥା ଯାହା ଋଢୀରୂଢି, ପଦ, କାବ୍ୟାଂଶ, ଲୋକଗୀତର ଅଂଶବିଶେଷ ଅଟେ ଏବଂ ଗଦ୍ୟ କିମ୍ବା ପଦ୍ୟ ଭାବେ ପ୍ରକାଶ ହୋଇଥାଏ । ଲୋକକଥା, ଢଗ ଢମାଳି ତଥା ଋଢୀରୂଢି ପ୍ରୟୋଗର ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଭାଷାଗତ ମୂଲ୍ୟ କିଛି କମ୍‌ ନୁହେଁ । ମାନବ ସମାଜରେ ଭାବର ଏହି ବ୍ୟଙ୍ଗାତ୍ମକ ପରିପ୍ରକାଶରେ ସାଂସ୍କୃତିକ, ପୌରାଣିକ ତଥା ସାମାଜିକ ପରମ୍ପରାର ଝଲକ ଦେଖିବାକୁ ମିଳେ । ଆମ ଦୈନନ୍ଦିନ ଜୀବନର ନିତିଦିନିଆ ଘଟଣାକୁ ଏକ ରଚନାତ୍ମକ ତଥା ବ୍ୟଙ୍ଗାତ୍ମକ ଭଙ୍ଗୀରେ ପ୍ରକାଶ କରିବାର ଏହି ଅଭିନବ ଶୈଳୀ ଆମ ସାହିତ୍ୟକୁ ଋଦ୍ଧିମନ୍ତ କରିଛି । ସାଧାରଣତଃ ଢଗ ଢମାଳିକୁ ସାତୋଟି ବିଚାରଧାରାରେ ଉଲ୍ଲିଖିତ କରାଯାଇପାରେ । ଢଗ ଓ ଢମାଳି ସମାନାର୍ଥ ପ୍ରତୀତ ହେଉଥିଲେ ମଧ୍ୟ ଏଥିରେ ଏକ ସୂକ୍ଷ୍ମ ପାର୍ଥକ୍ୟ ଦୁଇଟି ଶବ୍ଦରେ ମଧ୍ୟ ବିଦ୍ୟମାନ । ଢଗରେ ଥାଏ ଶେଷ ଅକ୍ଷରର ମେଳ, ଉପଦେଶମୂଳକ ଏବଂ ଅନୁଭୂତିସିଦ୍ଧ ବଚନ । ଢ଼ମାଳିରେ ଅମେଳଯୁକ୍ତ ଗୀତ ଥାଏ ଏବଂ ସେ ସବୁ ସାଧାରଣତଃ ବ୍ୟଙ୍ଗୋକ୍ତିପୁର୍ଣ୍ଣ। ଯଥା: ବ୍ୟକ୍ତିଗତ, ସାହିତ୍ୟିକ, ବ୍ୟାବହାରିକ, ଧାର୍ମିକ, ସାଂସ୍କୃତିକ, ଔପଚାରିକ ଏବଂ ସଜ୍ଞାନାତ୍ମକ ।<ref name="indianfolklore">{{cite web|url=http://www.indianfolklore.org/journals/index.php/Lok/article/download/1213/1410|title=Socio-cultural Praxis and Stylistics in Selected Odia Proverbs|last=Pratap Kumar Dash|first=Dr.|accessdate=2 November 2015}}</ref> ଅନ୍ୟ ଭାଷା ଭଳି [[ଓଡ଼ିଆ]] ଭାଷାରେ ଢଗ ଢମାଳିର ସଂଖ୍ୟା କିଛି କମ୍‌ ନୁହେଁ । ତେବେ ବ୍ୟାବହାରିକ ତଥା ଶୈଳୀଗତ ଦୃଷ୍ଟିରୁ ଓଡ଼ିଆ ଢଗ ଢମାଳିଗୁଡିକୁ ନିମ୍ନମତେ ଭାଗ କରାଯାଇପାରେ:<ref name="indianfolklore" />
 
==ଉଦାହରଣ==
ଏହିଠାରେ ଉଦାହରଣ ନିମନ୍ତେ କିଛି ଜଶାଶୁଣା ଢଗମାନ ଦିଆଯାଇଅଛି। ଏକ ବର୍ଣ୍ଣମାଳା ଭିତ୍ତିକ ତାଲିକା ପାଇଁ [[ଢଗ ଢମାଳି/ତାଲିକା]] ଦେଖନ୍ତୁ।
"https://or.wikipedia.org/wiki/ଢଗ_ଢମାଳି"ରୁ ଅଣାଯାଇଅଛି