"ଆମେରିଗୋ ଭେସପୁଚି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
ଶ୍ରେଣୀ ଯୋଡିବା
ଟିକେ
ଟିକେ (ଶ୍ରେଣୀ ଯୋଡିବା)
ଆମେରିଗୋ ଭେସପୁସି (ମାର୍ଚ୍ଚ ୯, ୧୪୫୪-ଫେବୃଆରୀ ୨୨, ୧୫୧୨) ହେଉଛନ୍ତି ଜଣେ ଇଟାଲିୟାନ ପରିବ୍ରାଜକ, ନାବିକ ତଥା ସୌଦାଗର । ତାଙ୍କର ପର୍ତ୍ତୁଗାଲ ଜଳଯାତ୍ରାରୁ (୧୫୦୧-୧୫୦୨) ଏହା ସ୍ପଷ୍ଟ ହେଲା ଯେ ବ୍ରାଜିଲ ଏବଂ ୱେଷ୍ଟ ଇଣ୍ଡୀଜ ଏହି ଦୁଇଟି ସ୍ଵତନ୍ତ୍ର ଦେଶ, ଏ ଦୁଇ ଦେଶ ଏସିଆ ମହାଦେଶର ଅନ୍ତିମ ପୂର୍ବ ପ୍ରାନ୍ତ ଦେଶରେ ଅନ୍ତର୍ଗତ ନୁହଁନ୍ତି; ଯାହାକି କଲମ୍ବସଙ୍କର ଜଳଯାତ୍ରା ପରେ ଅନୁମାନ କରାଯାଉଥିଲା । ତାଙ୍କରି ଜଳଯାତ୍ରରେ ଆବିଷ୍କୃତ ଦେଶଟି ଯାହାକି ନୂତନ ଜଗତ ନାମରେ ବର୍ଣ୍ଣିତ, ତାହ ପରବର୍ତ୍ତୀ ସମୟରେ ତାଙ୍କରି ନାମାନୁସାରେ ଆମେରିକା ନାମରେ ଖ୍ୟାତ ହେଲା ।
== ଆଧାର ==
{{Reflist}}
{{ମୁଣ୍ଡିଆ}}
[[ଶ୍ରେଣୀ:୧୪୫୪ ଜନ୍ମ]]
[[ଶ୍ରେଣୀ:୧୫୧୨ ମୃତ୍ୟୁ]]
୮,୮୫୮

ଗୋଟି ସମ୍ପାଦନା