"ଆମେରିଗୋ ଭେସପୁଚି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ added reference
୧ କ ଧାଡ଼ି:
'''ଆମେରିଗୋ ଭେସପୁଚି''' (ମାର୍ଚ୍ଚ ୯, ୧୪୫୪-ଫେବୃଆରୀ ୨୨, ୧୫୧୨) ହେଉଛନ୍ତି ଜଣେ ଇଟାଲିୟାନ ପରିବ୍ରାଜକ, ନାବିକ ତଥା ସୌଦାଗର <ref name="biography">{{cite web |title=Amerigo Vespucci |url=https://www.biography.com/explorer/amerigo-vespucci |website=Biography |accessdate=5 January 2020 |language=en-us}}</ref>। ତାଙ୍କର ପର୍ତ୍ତୁଗାଲ ଜଳଯାତ୍ରାରୁ (୧୫୦୧-୧୫୦୨) ଏହା ସ୍ପଷ୍ଟ ହେଲା ଯେ ବ୍ରାଜିଲ ଏବଂ ୱେଷ୍ଟ ଇଣ୍ଡୀଜ ଏହି ଦୁଇଟି ସ୍ଵତନ୍ତ୍ର ଦେଶ, ଏ ଦୁଇ ଦେଶ ଏସିଆ ମହାଦେଶର ଅନ୍ତିମ ପୂର୍ବ ପ୍ରାନ୍ତ ଦେଶରେ ଅନ୍ତର୍ଗତ ନୁହଁନ୍ତି; ଯାହାକି କଲମ୍ବସଙ୍କର ଜଳଯାତ୍ରା ପରେ ଅନୁମାନ କରାଯାଉଥିଲା । ତାଙ୍କରି ଜଳଯାତ୍ରରେ ଆବିଷ୍କୃତ ଦେଶଟି ଯାହାକି ନୂତନ ଜଗତ ନାମରେ ବର୍ଣ୍ଣିତ, ତାହ ପରବର୍ତ୍ତୀ ସମୟରେ ତାଙ୍କରି ନାମାନୁସାରେ ଆମେରିକା ନାମରେ ଖ୍ୟାତ ହେଲା ।
 
== ପରିଚୟ ==