"ଛାୟାପଥ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

outdated data
ଟିକେ (added Category:ସୌରଜଗତ using HotCat)
(outdated data)
[[file:NGC 4414 (NASA-med).jpg|right| 200px|thumb|ଛାୟାପଥ ବ୍ରହ୍ମାଣ୍ଡର ସବୁଠାରୁ ବଡ ଖଗୋଲୀୟ ବସ୍ତୁ ଅଟେ । ଏନଜୀସୀ ୪୪୧୪ ଏକ ୫୫,୦୦୦ ପ୍ରକାଶ ବର୍ଷ ବ୍ୟାସର ଛାୟାପଥ ଅଟେ ]]
'''ଛାୟାପଥ''' (English: Galaxy), ମହାକର୍ଷଣ ଶକ୍ତିଦ୍ୱାରା ବନ୍ଧିତ ଅସଂଖ୍ୟ ତାରାରତାରାପୁଞ୍ଜ, ତାରାଗୁଡ଼ିକର ଅବଶେଷ, ଅନ୍ତଷ୍ଟିଲାର ବାୟୁ (Interstellar gas), ଧୂଳି, ଅନ୍ଧାରୁଆ ପଦାର୍ଥ (Dark matter) ଗୁଡ଼ିକର ଏକ ସମୂହ ଅଟେ ଯାହା। ଆମେ ଅବସ୍ଥାନ କରୁଥିବା ଛାୟାପଥ, ଆକାଶଗଙ୍ଗା ସ୍ୱଚ୍ଛ ଓ ଅନ୍ଧାର ରାତିରେ ଆକାଶ ମଝିରେ ଗତିକରୁଥିବା ଅର୍ଦ୍ଧଚକ୍ର ଋପେ ଏବଂ ଝିଲମିଲ ମେଖଳାକମରବନ୍ଧ ବା ବେଲ୍ଟ ସମାନ ଦେଖାଯାଇଥାଏ । ଏହି ମେଖଳାବେଲ୍ଟ ବସ୍ତୁତଃ ଏକ ପୂର୍ଣ୍ଣଚକ୍ରର ଅଙ୍ଗ ଅଟେ ଯାହାର ଦିଗବଳୟ ତଳ ଭାଗ ଦେଖାଯାଏ ନାହିଁ । [[ଭାରତ]]ରେ ଏହି ଛାୟାପଥକୁ ମନ୍ଦାକିନୀ, ସ୍ୱର୍ଣ୍ଣଗଙ୍ଗା, ସ୍ୱର୍ନଦୀ, ସୁରନଦୀ, ଆକାଶନଦୀ, ଦେବନଦୀ, ନାଗବୀଥୀ, ହରିତାଳୀ ଇତ୍ୟାଦି ମଧ୍ୟ କୁହାଯାଏ । ଗୁରୁତ୍ୱାକର୍ଷଣ ସାମାନ୍ୟ ବ୍ରହ୍ମାଣ୍ଡ ବିରୋଧରେ ଆକାଶ ଗଙ୍ଗା ମାନଙ୍କୁ ଏକାସଙ୍ଗେ ରଖିଥାଏ ।<ref name="cox1">{{cite book|title=Wonders of the Universe|last=Cox, Brian & Cohen, Andrew 2011 |publisher=HarperCollins|isbn=9780007395828|page=24}}</ref>
 
[[ପୃଥିବୀ]] ଓ [[ସୂର୍ଯ୍ୟ]] ଯେପରି ଛାୟାପଥରେ ଅବସ୍ଥିତ ଅଛନ୍ତି, ରାତିରେ ଆମ୍ଭେମାନେ ଖାଲି ଆଖିରେ ସେହି ଛାୟାପଥର ତାରା ମାନଙ୍କୁ ଦେଖିପାରୁ । ଏବେ ପର୍ଯ୍ୟନ୍ତ ବ୍ରହ୍ମାଣ୍ଡର ଯେତିକି ଭାଗ ଜଣା ପଡିଛି ସେଥିମଧ୍ୟରୁ ପାଖାପାଖି ଏହିପରି ୧୯ ଆରବ ଛାୟାପଥ ରହିବାର ଅନୁମାନ ରହିଛି । ବ୍ରହ୍ମାଣ୍ଡର ବିଷ୍ଫୋଟ ସିଦ୍ଧାନ୍ତ (ବିଗ ବଙ୍ଗ ଥିୟୋରୀ ଅଫ ୟୁନିଭର୍ସ) ଅନୁଶାରେ ସମସ୍ତ ଛାୟାପଥ ନିଜ-ନିଜ ଠାରୁ ତିବ୍ର ଭାବେ ଦୂରକୁ ନିଜ ସ୍ଥାନ ବଦଳାଇ ଦେଉଛି ।
 
ବ୍ରହ୍ମାଣ୍ଡରେ ଶହେ ଆରବ ଛାୟାପଥର ଅସ୍ତିତ୍ତ୍ୱ ରହିଛି , ଯାହା ବଡ ମାତ୍ରାରେ ତାରା, ଗ୍ୟାସ ଓ ଖଗୋଲୀୟ ଧୂଳୀକୁ ସାଉଣ୍ଟି ରଖିଛି । <ref name="sparke">Sparke L.S. & Gallagher III J.S. 2000. ''Galaxies in the Universe: an introduction''. Cambridge: Cambridge University Press. ISBN 0521671868.</ref><ref name=nasa>Hupp E; Roy S. & Watzke M. 2006.[http://www.nasa.gov/home/hqnews/2006/aug/HQ_06297_CHANDRA_Dark_Matter.html]</ref><ref name=cox1/> ଛାୟାପଥ ନିଜ ଜୀବନ ଏକଲକ୍ଷ ବର୍ଷ ପୂର୍ବେ ପ୍ରାରମ୍ଭ କରିଥିଲା ଏବଂ ଧିରେ ଧିରେ ନିଜର ବର୍ତ୍ତମାନ ସ୍ୱରୂପକୁ ପ୍ରାପ୍ତ କରିଥିଲା । ପ୍ରତ୍ୟେକ ଛାୟାପଥ ତାରା ମାନଙ୍କୁ ସାଉଣ୍ଟି ରଖିଛି । ଏହା ମୁଖ୍ୟତଃ ଗୁରୁତ୍ୱାକର୍ଷଣ ତାରା ମାନଙ୍କୁ ଏକା ସହିତ ବାନ୍ଧି ରଖିଥାଏ ଏବଂ ଏହିପ୍ରକାରେ ସେମାନଙ୍କ ଛାୟାପଥ ଏକାସହିତ ମିଶି ତାରା ଗୁଚ୍ଛରେ ରହିଥାଏ ।
 
ପ୍ରାରମ୍ଭରେ ଖଗୋଲୀୟ ଶାସ୍ତ୍ରୀ ମାନଙ୍କ ଧାରଣା ଥିଲା ଯେ, ବ୍ରହ୍ମାଣ୍ଡରେ ନୂତନ ଛାୟାପଥର ଜନ୍ମ ସମ୍ଭବତଃ ପୁରୂଣା ଛାୟାପଥର ବିଷ୍ଫୋଟର ଫଳସ୍ୱରୂପ ହୋଇଥାଏ । କିନ୍ତୁ ୟାର୍କ ବିଶ୍ୱବିଦ୍ୟାଳୟର ଖଗୋଲୀୟ ଶାସ୍ତ୍ରୀ- ଡଃ॰ସୀ.ଆର. ପ୍ୟୁଟର୍ନ ଏବଂ ଡଃ॰ଏ.ଈ ରାଇଟ, ଛାୟାପଥର ଚାରୋଟି ସମୂହକୁ ଅନ୍ତରକ୍ରୀୟାର ଅଧ୍ୟୟନ କରି ଏହି ଧାରଣାର ଖଣ୍ଡନ କରିଛନ୍ତି । ସେମାନେ ମତ ଦେଇଥିଲେ ଯେ, ଛାୟାପଥ ମଝିରେ ଏହି ପ୍ରକାର ବିଷ୍ଫୋଟକ ଅନ୍ତର କ୍ରୀଆ ରହି ନଥାଏ ଯାହା ନୂତନ ଛାୟାପଥକୁ ଜନ୍ମ ଦେଇପାରେ ।
୪,୪୩୧

ଗୋଟି ସମ୍ପାଦନା