"ଛାୟାପଥ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଅଧିକ ତଥ୍ୟ ++
(outdated data)
(ଅଧିକ ତଥ୍ୟ ++)
[[file:NGC 4414 (NASA-med).jpg|right| 200px|thumb|ଛାୟାପଥ ବ୍ରହ୍ମାଣ୍ଡର ସବୁଠାରୁ ବଡ ଖଗୋଲୀୟ ବସ୍ତୁ ଅଟେ । ଏନଜୀସୀ ୪୪୧୪ ଏକ ୫୫,୦୦୦ ପ୍ରକାଶ ବର୍ଷ ବ୍ୟାସର ଛାୟାପଥ ଅଟେ ]]
'''ଛାୟାପଥ''' (English: Galaxy), ମହାକର୍ଷଣ ଶକ୍ତିଦ୍ୱାରା ବନ୍ଧିତ ଅସଂଖ୍ୟ ତାରାପୁଞ୍ଜ, ତାରାଗୁଡ଼ିକର ଅବଶେଷ, ଅନ୍ତଷ୍ଟିଲାର ବାୟୁ (Interstellar gas), ଧୂଳି, ଅନ୍ଧାରୁଆ ପଦାର୍ଥ (Dark matter) ଗୁଡ଼ିକର ଏକ ସମୂହ ଅଟେ । ଆମେ ଅବସ୍ଥାନ କରୁଥିବା ଛାୟାପଥ, ଆକାଶଗଙ୍ଗା ସ୍ୱଚ୍ଛ ଓ ଅନ୍ଧାର ରାତିରେ ଆକାଶ ମଝିରେ ଗତିକରୁଥିବା ଅର୍ଦ୍ଧଚକ୍ର ଋପେ ଏବଂ ଝିଲମିଲ କମରବନ୍ଧ ବା ବେଲ୍ଟ ସମାନ ଦେଖାଯାଇଥାଏ । ଏହି ବେଲ୍ଟ ବସ୍ତୁତଃ ଏକ ପୂର୍ଣ୍ଣଚକ୍ରର ଅଙ୍ଗ ଅଟେ, ଯାହାର ଦିଗବଳୟ ତଳ ଭାଗ ଦେଖାଯାଏ ନାହିଁ । [[ଭାରତ]]ରେ ଏହି ଛାୟାପଥକୁ ମନ୍ଦାକିନୀ, ସ୍ୱର୍ଣ୍ଣଗଙ୍ଗା, ସ୍ୱର୍ନଦୀ, ସୁରନଦୀ, ଆକାଶନଦୀ, ଦେବନଦୀ, ନାଗବୀଥୀ, ହରିତାଳୀ ଇତ୍ୟାଦି ମଧ୍ୟ କୁହାଯାଏ । ବ୍ରହ୍ମାଣ୍ଡର ଗୁରୁତ୍ୱାକର୍ଷଣ ସାମାନ୍ୟ ବ୍ରହ୍ମାଣ୍ଡ ବିରୋଧରେ, ଆକାଶଗଙ୍ଗା ଆକାଶସୌରଜଗତ ଗଙ୍ଗାଏବଂ ମାନଙ୍କୁଅନ୍ୟମାନଙ୍କୁ ଏକାସଙ୍ଗେ ରଖିଥାଏ ।<ref name="cox1">{{cite book|title=Wonders of the Universe|last=Cox, Brian & Cohen, Andrew 2011 |publisher=HarperCollins|isbn=9780007395828|page=24}}</ref>
 
[[ପୃଥିବୀ]] ଓ [[ସୂର୍ଯ୍ୟ]] ଯେପରି ଛାୟାପଥରେ ଅବସ୍ଥିତ ଅଛନ୍ତି, ରାତିରେ ଆମ୍ଭେମାନେ ଖାଲି ଆଖିରେ ସେହି ଛାୟାପଥର ତାରା ମାନଙ୍କୁ ଦେଖିପାରୁ । ଏବେ ପର୍ଯ୍ୟନ୍ତ ବ୍ରହ୍ମାଣ୍ଡର ଯେତିକି ଭାଗ ଜଣା ପଡିଛିପଡ଼ିଛି ସେଥିମଧ୍ୟରୁ ପାଖାପାଖି ଏହିପରି ୧୯ ଆରବ ଛାୟାପଥ ରହିବାର ଅନୁମାନ ରହିଛି । ବ୍ରହ୍ମାଣ୍ଡର ବିଷ୍ଫୋଟବିସ୍ଫୋଟ ସିଦ୍ଧାନ୍ତ (ବିଗ ବଙ୍ଗ ଥିୟୋରୀ ଅଫ ୟୁନିଭର୍ସ) ଅନୁଶାରେଅନୁସାରେ ସମସ୍ତ ଛାୟାପଥ ନିଜ- ନିଜ ଠାରୁ ତିବ୍ର ଭାବେ ଦୂରକୁ ନିଜ ସ୍ଥାନ ବଦଳାଇ ଦେଉଛି ।
 
ବ୍ରହ୍ମାଣ୍ଡରେ ଶହେ ଆରବ ଛାୟାପଥର ଅସ୍ତିତ୍ତ୍ୱ ରହିଛି , ଯାହା ବଡ ମାତ୍ରାରେବଡ଼ମାତ୍ରାରେ ତାରା, ଗ୍ୟାସ ଓ ଖଗୋଲୀୟଖଗୋଳୀୟ ଧୂଳୀକୁଧୂଳିକୁ ସାଉଣ୍ଟି ରଖିଛି । <ref name="sparke">Sparke L.S. & Gallagher III J.S. 2000. ''Galaxies in the Universe: an introduction''. Cambridge: Cambridge University Press. ISBN 0521671868.</ref><ref name=nasa>Hupp E; Roy S. & Watzke M. 2006.[http://www.nasa.gov/home/hqnews/2006/aug/HQ_06297_CHANDRA_Dark_Matter.html]</ref><ref name=cox1/> ଛାୟାପଥଛାୟାପଥଗୁଡ଼ିକ ନିଜ ଜୀବନ ଏକଲକ୍ଷଲକ୍ଷ ଲକ୍ଷ ବର୍ଷ ପୂର୍ବେ ପ୍ରାରମ୍ଭ କରିଥିଲାକରିଥିଲେ ଏବଂ ଧିରେ ଧିରେ ନିଜର ବର୍ତ୍ତମାନ ସ୍ୱରୂପକୁ ପ୍ରାପ୍ତ କରିଥିଲା । ପ୍ରତ୍ୟେକ ଛାୟାପଥ ତାରା ମାନଙ୍କୁ ସାଉଣ୍ଟି ରଖିଛି । ଏହା ମୁଖ୍ୟତଃ ଗୁରୁତ୍ୱାକର୍ଷଣ ତାରା ମାନଙ୍କୁତାରାମାନଙ୍କୁ ଏକା ସହିତ ବାନ୍ଧି ରଖିଥାଏ ଏବଂ ଏହିପ୍ରକାରେ ସେମାନଙ୍କ ଛାୟାପଥ ଏକାସହିତ ମିଶି ତାରା ଗୁଚ୍ଛରେ ରହିଥାଏ ।
 
ପ୍ରାରମ୍ଭରେ ଖଗୋଲୀୟଖାଗୋଳିୟ ଶାସ୍ତ୍ରୀ ମାନଙ୍କଶାସ୍ତ୍ରୀମାନଙ୍କ ଧାରଣା ଥିଲା ଯେ, ବ୍ରହ୍ମାଣ୍ଡରେ ନୂତନ ଛାୟାପଥର ଜନ୍ମ ସମ୍ଭବତଃ ପୁରୂଣା ଛାୟାପଥର ବିଷ୍ଫୋଟରବିସ୍ଫୋଟର ଫଳସ୍ୱରୂପ ହୋଇଥାଏ । କିନ୍ତୁ ୟାର୍କ ବିଶ୍ୱବିଦ୍ୟାଳୟର ଖଗୋଲୀୟଖାଗୋଳିୟ ଶାସ୍ତ୍ରୀ- ଡଃ॰ସୀ.ଆର. ପ୍ୟୁଟର୍ନ ଏବଂ ଡଃ॰ଏ.ଈ ରାଇଟ, ଛାୟାପଥର ଚାରୋଟି ସମୂହକୁ ଅନ୍ତରକ୍ରୀୟାର ଅଧ୍ୟୟନ କରି ଏହି ଧାରଣାର ଖଣ୍ଡନ କରିଛନ୍ତି । ସେମାନେ ମତ ଦେଇଥିଲେ ଯେ, ଛାୟାପଥ ମଝିରେ ଏହି ପ୍ରକାର ବିଷ୍ଫୋଟକବିସ୍ଫୋଟକ ଅନ୍ତର କ୍ରୀଆ ରହି ନଥାଏ ଯାହା ନୂତନ ଛାୟାପଥକୁ ଜନ୍ମ ଦେଇପାରେ ।
 
ଗୁରୁତ୍ୱାକର୍ଷଣ ଶକ୍ତି ଦ୍ୱାରା ମୁଖ୍ୟତଃ ଛାୟାପଥଗୁଡ଼ିକ ବିଭିନ୍ନ ଗ୍ରୁପ, କ୍ଲଷ୍ଟର ଏବଂ ସୁପର କ୍ଲଷ୍ଟରରେ ବିଭାଜିତ ହୋଇଥାଏ । ଆମର ଆକାଶଗଙ୍ଗା ଏବଂ ନିକଟରେ ଥିବା ଆଣ୍ଡ୍ରୋମେଡା ଛାୟାପଥକୁ ନେଇ ଏକ [[ସ୍ଥାନୀୟ ଗ୍ରୁପ]] ଗଠିତ । ଏହି ସ୍ଥାନୀୟ ଗ୍ରୁପ ଏବଂ ଆମର ଛାୟାପଥ, [[ଲାନିଆକିଆ ସୁପରକ୍ଲଷ୍ଟର]]<nowiki/>ର ଅନ୍ତର୍ଭୁକ୍ତ । ଲାନିଆକିଆ ସୁପରକ୍ଲଷ୍ଟରରେ ଆମର ଆକାଶଗଙ୍ଗା ଛଡ଼ା ପାଖାପାଖି ୧୦୦,୦୦୦ ଆହୁରି ଛାୟାପଥ ରହିଛି ।<ref>https://www.sciencedaily.com/releases/2014/09/140903133319.htm</ref>
 
== ଛାୟାପଥର ପ୍ରକାର==
ଅଧିକାଂଶ ଛାୟାପଥର କେନ୍ଦ୍ର ତାରା ମାନଙ୍କଦ୍ୱାରା ଘେରି ହୋଇଥିବା ଗୋଲାକାର ଭାଗ ଅଟେ ଯାହାକୁ ନାଭିକ କୁହାଯାଏ ଏବଂ ଏହି ନାଭିକ ନିଜ ଚାରିପଟେ ଏକ ତଳିୟ ଗୋଲାକାର ଡିସ୍କଦ୍ୱାରା ଯୋଡ଼ିହୋଇ ରହିଥାଏ । ଖଗୋଲ ବିଜ୍ଞାନୀ ମାନେ ଛାୟାପଥକୁ ନିଜ ଆକାରର ଆଧାରରେ ମୁଖ୍ୟରୂପେ ତିନୋଟି ଭାଗରେ ବିଭାଜିତ କରିଥାନ୍ତି ଯଥା: ସର୍ପିଲ ଛାୟାପଥ, ଦୀର୍ଘବୃତ୍ତୀୟ ଛାୟାପଥ ତଥା ଅନିୟମିତତା ଛାୟାପଥ । ସମସ୍ତ ଆକାଶ ଗଙ୍ଗା ବ୍ରହ୍ମାଣ୍ଡ ଭିତରେ ଉପସ୍ଥିତ ରହିଛନ୍ତି । ଅବଲୋକନିୟ ବ୍ରହ୍ମାଣ୍ଡରେ 2 ଟ୍ରେଲିୟନ (10<sup>12</sup>) ଆକାଶ ଗଙ୍ଗା ରହିଛନ୍ତି <ref name="NYT-20161017">{{cite news |last=Fountain |first=Henry |title=Two Trillion Galaxies, at the Very Least |url=https://www.nytimes.com/2016/10/18/science/two-trillion-galaxies-at-the-very-least.html |date=17 October 2016 |work=[[The New York Times]] |accessdate=17 October 2016 }}</ref> ଏବଂ ଅନୁମାନିତ (1 × 10<sup>24</sup>) ତାରା ରହିଛନ୍ତି ।<ref name="ESA-2019">{{cite web |author=Staff |title=How Many Stars Are There In The Universe? |url=https://www.esa.int/Our_Activities/Space_Science/Herschel/How_many_stars_are_there_in_the_Universe |date=2019 |work=[[European Space Agency]] |accessdate=21 September 2019 }}</ref><ref>{{Cite journal|title=The Structure of the Universe|doi=10.1007/978-1-4614-8730-2_10}}</ref> "ସର୍ପିଲ ଛାୟାପଥ" ଡିସ୍କ ଆକାରର ହୋଇଥାଏ, ଯାହାର ମଝିଭାଗ ଦୃଶ୍ୟମାନ ହୋଇଥାଏ । ଏହାର ମଝିଭାଗରୁ ଚମକ ଯୁକ୍ତ ସର୍ପିଲ ବାହାରି ରହିଥାଏ । ଏହି ଛାୟାପଥରେ ସ୍ଥିତ ତାରାମାନେ ଅପେକ୍ଷାକୃତ କମ ଆୟୁଷ ବିଶିଷ୍ଟ ହୋଇଥାନ୍ତି । ଆମର "ଆକାଶ ଗଙ୍ଗା" (ମିଲ୍କି ୱେ) ଏହାର ଅନ୍ତର୍ଗତରେ ଆସିଥାଏ । "ଦୀର୍ଘ ବୃତ୍ତୀୟ ଛାୟାପଥ" ମୁଖ୍ୟତଃ ଚକ୍ରାକାର କିମ୍ବା ଗୋଲାକାର ହୋଇଥାଏ । ଏହି ଛାୟାପଥ ଗୁଡିକର କେନ୍ଦ୍ର ସର୍ବାଧିକ ଚମକ ଯୁକ୍ତ ହୋଇଥାଏ ଓ ପରିଧି ଆଡକୁ ଚମକ କମ ହୋଇଥାଏ । ଏହି ଛାୟାପଥରେ ସ୍ଥିତ ତାରା ମାନ ଅପେକ୍ଷାକୃତ ଅଧିକ ଆୟୁଷ ବିଶିଷ୍ଟ ହୋଇଥାଏ । "ଅନିୟମିତ ଛାୟାପଥ"ର କୌଣସି ନିଶ୍ଚିତ ଆକାର ରହି ନଥାଏ । ଏମାନଙ୍କ ଆକାରରେ ପରିବର୍ତ୍ତନ ହୋଇଥାଏ । କମ ଗୁରୁତ୍ତ୍ୱ ଶକ୍ତି କାରଣରୁ ଏମାନଙ୍କ ମଧ୍ୟରେ ଏହିପରି ହୋଇଥାଏ ।
 
ଖଗୋଲୀୟଖାଗୋଳିୟ ସାହିତ୍ୟରେ କ୍ୟାପିଟାଲ G ସହିତ ଛାୟାପଥ ଶବ୍ଦର ବ୍ୟବହାର ଆକାଶ ଗଙ୍ଗା, ମିଲ୍କି ୱେ ପାଇଁ କରାଯାଏ । ମିଲ୍କି ୱେ ଶବ୍ଦ ପ୍ରଥମ ଥର ଇଂରାଜୀ ଭାଷାରେ (Chaucer)ର ଏକ କବିତାରେ ସାମ୍ନାକୁ ଆସିଥିଲା ।
{{Quote|
:"See yonder, lo, the Galaxyë<br />&nbsp;Which men clepeth the Milky Wey,<br />&nbsp;For hit is whyt".<ref>Geoffrey Chaucer. ''The House of Fame'', ~1380.{{Cite web
୪,୪୭୩

ଗୋଟି ସମ୍ପାଦନା