"ଛାୟାପଥ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
ଟ୍ୟାଗ: 2017 source edit
୧ କ ଧାଡ଼ି:
{{ଛୋଟ|Galaxy}}
[[file:NGC 4414 (NASA-med).jpg|right| 200px|thumb|ଏନଜୀସୀ ୪୪୧୪ ଏକ ୫୫,୦୦୦ ପ୍ରକାଶ ବର୍ଷ ବ୍ୟାସର ଛାୟାପଥ ଅଟେ ]]
'''ଛାୟାପଥ''' (English: Galaxy), ମହାକର୍ଷଣ ଶକ୍ତିଦ୍ୱାରା ବନ୍ଧିତ ଅସଂଖ୍ୟ ତାରାପୁଞ୍ଜ, ତାରାଗୁଡ଼ିକର ଅବଶେଷ, ଅନ୍ତଷ୍ଟିଲାର ବାୟୁ (Interstellar gas), ଧୂଳି, ଅନ୍ଧାରୁଆ ପଦାର୍ଥ (Dark matter) ଗୁଡ଼ିକର ଏକ ସମୂହ ଅଟେ । ଆମେ ଅବସ୍ଥାନ କରୁଥିବା ଛାୟାପଥ, ଆକାଶଗଙ୍ଗା ସ୍ୱଚ୍ଛ ଓ ଅନ୍ଧାର ରାତିରେ ଆକାଶ ମଝିରେ ଗତିକରୁଥିବା ଅର୍ଦ୍ଧଚକ୍ର ଋପେ ଏବଂ ଝିଲମିଲ କମରବନ୍ଧ ବା ବେଲ୍ଟ ସମାନ ଦେଖାଯାଇଥାଏ । ଏହି ବେଲ୍ଟ ଏକ ପୂର୍ଣ୍ଣଚକ୍ରର ଅଙ୍ଗ ଅଟେ, ଯାହାର ଦିଗବଳୟ ତଳ ଭାଗ ଦେଖାଯାଏ ନାହିଁ । [[ଭାରତ]]ରେ ଏହି ଛାୟାପଥକୁ ମନ୍ଦାକିନୀ, ସ୍ୱର୍ଣ୍ଣଗଙ୍ଗା, ସ୍ୱର୍ନଦୀ, ସୁରନଦୀ, ଆକାଶନଦୀ, ଦେବନଦୀ, ନାଗବୀଥୀ, ହରିତାଳୀ ଇତ୍ୟାଦି ମଧ୍ୟ କୁହାଯାଏ । ବ୍ରହ୍ମାଣ୍ଡର ଗୁରୁତ୍ୱାକର୍ଷଣ ବିରୋଧରେ, ଆକାଶଗଙ୍ଗା ସୌରଜଗତ ଏବଂ ଅନ୍ୟମାନଙ୍କୁ ଏକାସଙ୍ଗେ ରଖିଥାଏ ।<ref name="cox1">{{cite book|title=Wonders of the Universe|last=Cox, Brian & Cohen, Andrew 2011 |publisher=HarperCollins|isbn=9780007395828|page=24}}</ref>
"https://or.wikipedia.org/wiki/ଛାୟାପଥ"ରୁ ଅଣାଯାଇଅଛି