"ବୀଣାପାଣି ମହାନ୍ତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
No edit summary
୩୮ କ ଧାଡ଼ି:
}}
 
'''ବୀଣାପାଣି ମହାନ୍ତି''' (ଜନ୍ମ: ୧୧ ନଭେମ୍ବର ୧୯୩୬) ଜଣେ [[ଓଡ଼ିଆ ଭାଷା|ଓଡ଼ିଆ]] ଗାଳ୍ପିକା । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୧୯ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ [[ପଦ୍ମ ଶ୍ରୀ]] ସମ୍ମାନ ଲାଭ କରିଥିଲେ <ref name="padmashree">{{cite web |title=MINISTRY OF HOME AFFAIRS: PRESS NOTE |url=https://padmaawards.gov.in/PDFS/2020AwardeesList.pdf |website=https://padmaawards.gov.in |accessdate=26 January 2020}}</ref> ଓ ପୂର୍ବରୁ [[କେନ୍ଦ୍ର ସାହିତ୍ୟ ଅକାଦେମୀ ପୁରସ୍ଜାର]] ଓ [[ଶାରଳା ପୁରସ୍କାର]]ରେ ମଧ୍ୟ ସମ୍ମାନୀତ ହୋଇଥିଲେ ।
'''ବୀଣାପାଣି ମହାନ୍ତି''' (ଜନ୍ମ: ୧୧ ନଭେମ୍ବର ୧୯୩୬)<ref>{{cite web |url= http://www.orissadiary.com/personality/writer/BINAPANIMOHANTY%20.asp |title=BINAPANI MOHANTY |first= |last=|work=orissadiary.com|quote=Smt. Binapani Mohanty was born on November 11, 1936. |accessdate=10 March 2017}}</ref> ଜଣେ [[ଓଡ଼ିଆ ଭାଷା|ଓଡ଼ିଆ]] ଆଧୁନିକ ଗାଳ୍ପିକା । ତାଙ୍କ ପୌତୃକ ଗ୍ରାମ ଅବିଭକ୍ତ କଟକ ଜିଲ୍ଲାର ଚାନ୍ଦୋଳ ହୋଇଥିଲେ ମଧ୍ୟ, ସେ [[ବ୍ରହ୍ମପୁର]]ଠାରେ ଜନ୍ମଗ୍ରହଣ କରିଥିଲେ । ବୃତ୍ତିରେ ଥିଲେ ସେ ଅର୍ଥନୀତି ଅଧ୍ୟାପିକା ।
 
== ପ୍ରାରମ୍ଭିକ ଜୀବନ ==
ବୀଣାପାଣି ମହାନ୍ତିଙ୍କ ଜନ୍ମ ୧୯୩୬ ମସିହାରେ ବ୍ରହ୍ମପୁରରେ ହୋଇଥିଲା । ମାତ୍ର ତାଙ୍କ ପୈତୃକ ଗୃହ କେନ୍ଦ୍ରାପଡା[[କେନ୍ଦ୍ରାପଡ଼ା ଜିଲ୍ଲା|କେନ୍ଦ୍ରାପଡ଼ା]] ନିକଟସ୍ଥ ଚାନ୍ଦୋଳଠାରେ ଥିଲା ଓ ତାଙ୍କର ବହୁ ବାଲ୍ୟ ସ୍ମୃତି ଏହି ଗାଁ ସହ ଜଡ଼ିତ । ସେ ୧୯୫୩ ମସିହାରେ ମାଟ୍ରିକ, ୧୯୫୭ରେ ଅର୍ଥନୀତିରେ ସ୍ନାତକ ଓ ୧୯୫୯ରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ । ତାଙ୍କର ସାହିତ୍ୟିକ ଜୀବନ କବିତା ଲେଖାରୁ ଆରମ୍ଭ ହୋଇ ଥିଲା।ଥିଲା । ୧୯୬୦ ମସିହାରେ ସେ ଜଣେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଓ ୧୯୯୨ରେ ଏଥିର୍ୟ ଅବସର ଗ୍ରହଣ କରିଥିଲେ । ସେ ସାରାଆଜୀବନ ଜୀବନ ଅବିବାହିତ ରହିଛନ୍ତିଅବିବାହିତା <ref> Binapani Mohanty - Sahitya Akademi </ref>
 
== ସାହିତ୍ୟ ସର୍ଜନା ==
ବୀଣାପାଣି, ଜଣେ କବି ଭାବରେ ଲେଖାଲେଖି ଆରମ୍ଭ କରି, ପରବର୍ତ୍ତୀ ସମୟରେ ଗଳ୍ପ ଓ ଉପନ୍ୟାସକୁ ଆବୋରୀ ନେଇଥିଲେ । ୧୯୫୫ ମସିହାରେ ତାଙ୍କର ପ୍ରଥମ କବିତା "ତନ୍ଦ୍ରାହତ" [[ପ୍ରଜାତନ୍ତ୍ର]] ନାରୀମହଲରେ ପ୍ରକାଶ ପାଇଥିଲା । ୧୯୫୭ ମସିହାରେ ତାଙ୍କର ପ୍ରଥମ ଗଳ୍ପ "ଗୋଟିଏ ରାତ୍ରୀର କାହାଣୀ" ରବିବାସରୀୟ ପ୍ରଜାତନ୍ତ୍ରରେ ପ୍ରକାଶ ପାଇଥିଲା । ୧୯୬୧ମସିହାରେ ତାଙ୍କ ଗଳ୍ପ "ନାଉଗଛ" ତାଙ୍କୁ ବହୁ ପାଠକୀୟ ସ୍ୱୀକୃତି ଆଣି ଦେଇଥିଲା ଓ ସେ କବିତା ଛାଡି ସମ୍ପୂର୍ଣ୍ଣ ଭାବରେ ଗଳ୍ପ ଲେଖିବାକୁ ଲାଗିଥିଲେ । ଚଳନ୍ତି ଜୀବନରୁ ସତସତିକା ଘଟଣାକୁ ସାଉଁଟି ନେଇ ତାହାକୁ ଗପ ରୂପ ଦେଇଥାନ୍ତି ବୀଣାପାଣି । "ନାଉଗଛ" ଗଳ୍ପଟି [[ବାଲେଶ୍ୱର]] କୁନ୍ତଳା କୁମାରୀ ମହାବିଦ୍ୟାଳୟରେ ଅଧ୍ୟାପନା ସମୟରେ ଲେଖାଯାଇଥିଲା । କଲେଜରେ ଆପେ ଆପେ ମାଡିଥିବା ନାଉଗଛ ଥିଲା ଏ ଗଳ୍ପ ପଛର ପ୍ରେରଣା । ସେହିପରି ପାଟଦେଈ ଗଳ୍ପଟି [[ଭୁବନେଶ୍ୱର]]ର ରସୁଲଗଡ଼ ଛକରେ ବସରେ ଯୋର କରି ଠେଲି ବସାଯାଇଥିବା ଏକ ଝିଅକୁ ଦେଖି ଲେଖାଯାଇଥିଲା ।
 
== ରଚନାବଳୀ ==
=== ଗପ ===
Line ୮୩ ⟶ ୮୪:
 
== ସମ୍ମାନ ଓ ପୁରସ୍କାର ==
* [[ପଦ୍ମ ଶ୍ରୀ]]<ref name="padmashree"/>
* [[କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର]] ([[ପାଟଦେଇ]] ପାଇଁ ୧୯୯୦ରେ)<ref>[http://orissa.gov.in/e-magazine/orissaannualreference/ORA-2005/pdf/recipients_of_kendra_sahitya.pdf କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକ]</ref>
* [[ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର]], ୧୯୬୯ ([[କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ]] ପାଇଁ)<ref>{{cite web|title=ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ପୁସ୍ତକ ଓ ଲେଖକ|url=http://odishasahityaakademi.org/sahitya-award1.php|publisher=ଓଡ଼ିଶା ସାହିତ୍ୟ ଏକାଡେମୀ|accessdate=10 March 2017}}</ref>