"ଗୋଦାବରୀଶ ମିଶ୍ର" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ |
No edit summary ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ |
||
୪୮ କ ଧାଡ଼ି:
== ଜୀବନୀ ==
ଗୋପବନ୍ଧୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ, ଗୋଦାବରୀଶ ସେବାକୁ ନିଜ ଜୀବନର ବ୍ରତ ଭାବରେ ଗ୍ରହଣ କରିଥିଲେ । [[କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ|ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ]] ମନ୍ତ୍ରୀମଣ୍ଡଳରେ ସେ ଥିଲେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ । ରାଜନୀତିକୁ ପସନ୍ଦ କରୁନଥିବା ଗୋଦାବରୀଶ, ରାଜ୍ୟ ଓ ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ ମନ୍ତ୍ରୀପଦ ଗ୍ରହଣ କରିଥିଲେ । ଅଣକଂଗ୍ରେସ ମନ୍ତ୍ରୀମଣ୍ଡଳରେ ଯୋଗ ଦେଇଥିବାରୁ ତାଙ୍କୁ କଂଗ୍ରେସ ଦଳରୁ ବହିସ୍କାର କରାଯାଇଥିଲା । ପରେ, ଦଳକୁ ଫେରିବା ପାଇଁ ପ୍ରସ୍ତାବ ଦିଆଯାଇଥିଲେ ମଧ୍ୟ, ସେ ତାକୁ ପ୍ରତ୍ୟାଖାନ କରିଥିଲେ ।
== ରଚନାବଳୀ ==
|