"ଗୋଦାବରୀଶ ମିଶ୍ର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୪୮ କ ଧାଡ଼ି:
 
== ଜୀବନୀ ==
ଗୋପବନ୍ଧୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ, ଗୋଦାବରୀଶ ସେବାକୁ ନିଜ ଜୀବନର ବ୍ରତ ଭାବରେ ଗ୍ରହଣ କରିଥିଲେ । [[କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ|ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ]] ମନ୍ତ୍ରୀମଣ୍ଡଳରେ ସେ ଥିଲେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ । ରାଜନୀତିକୁ ପସନ୍ଦ କରୁନଥିବା ଗୋଦାବରୀଶ, ରାଜ୍ୟ ଓ ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ ମନ୍ତ୍ରୀପଦ ଗ୍ରହଣ କରିଥିଲେ । ଅଣକଂଗ୍ରେସ ମନ୍ତ୍ରୀମଣ୍ଡଳରେ ଯୋଗ ଦେଇଥିବାରୁ ତାଙ୍କୁ କଂଗ୍ରେସ ଦଳରୁ ବହିସ୍କାର କରାଯାଇଥିଲା । ପରେ, ଦଳକୁ ଫେରିବା ପାଇଁ ପ୍ରସ୍ତାବ ଦିଆଯାଇଥିଲେ ମଧ୍ୟ, ସେ ତାକୁ ପ୍ରତ୍ୟାଖାନ କରିଥିଲେ । ତାଙ୍କରି ଉଦ୍ୟମରେ [[ଉତ୍କଳ ବିଶ୍ୱବିଦ୍ୟାଳୟ]] ପ୍ରତିଷ୍ଠାଲାଭ କରିଥିଲେ ମଧ୍ୟ, ସେ କୁଳପତି ହେବାର ସ୍ୱଭାଗ୍ୟରୁସୈ।ଭାଗ୍ୟରୁ ବଞ୍ଚିତ ହୋଇଥିଲେ ।
 
== ରଚନାବଳୀ ==