"ଲକ୍ଷ୍ମଣ ମଲ୍ଲିକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୫୮ କ ଧାଡ଼ି:
 
== ରାଜନୈତିକ ଜୀବନ ==
ଲକ୍ଷ୍ମଣ ମଲ୍ଲିକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର ଏବଂ ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଦୁଇଥର ବିଧାୟକସାଂସଦ ଭାବରେ କାର୍ଯ୍ୟ କରିଥିଲେ ।<ref name="Laxman Mallick"/> ଏତଦ୍ ବ୍ୟତୀତ ଓଡ଼ିଶା ବିଧାନ ସଭା ସେ ଜଣେ ମନ୍ତ୍ରୀ ଭାବରେ ୧୯୭୨ରୁ ୧୯୭୩ ଏବଂ ୧୯୭୪ରୁ ୧୯୭୯ ଯାଏଁ କାର୍ଯ୍ୟ କରିଛନ୍ତିକରିଥିଲେ
<!--
୧୯୬୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଲକ୍ଷ୍ମଣ ମଲ୍ଲିକ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ [[କଟକ ସଦର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)|କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀ]]<nowiki/>ରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୩୧,୧୧୪ ଖଣ୍ଡ ଭୋଟ ପାଇ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇ।<ref name=":0">{{Cite web|url=https://eci.gov.in/files/file/3626-orissa-1990/|title=Orissa 1990|website=Election Commission of India|language=en-IN|access-date=2019-06-27}}</ref> ଏହି ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ପ୍ରସନ୍ନ କୁମାର ଦାଶଙ୍କୁ ୫୭୭୯ ଖଣ୍ଡ ଭୋଟରେ ପରାସ୍ତ କରି।<ref name=":0" /> ଏହି ବିଧାନ ସଭାରେ ସେ ୧୯୬୭ ମସିହାରୁ ୧୯୭୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।