"ମୟୂରଭଞ୍ଜ ଜିଲ୍ଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୬୫ କ ଧାଡ଼ି:
ମୟୂରଭଞ୍ଜ ହେଉଛି ଓଡ଼ିଶାର ସର୍ବବୃହତ ଜିଲ୍ଲା । ପ୍ରଥମେ ଏହା ଏକ [[ମୟୁରଭଞ୍ଜ ରାଜ୍ୟ|ସ୍ୱତନ୍ତ୍ର ଗଡ଼ଜାତ ରାଜ୍ୟ]] ଥିଲା ତଥା ଏଥିରେ ରାଜତନ୍ତ୍ର ଥିଲା । ୧୯୫୦ ମସିହାରେ ଏହା [[ଭାରତ]] ସହିତ ମିଶିଥିଲା ।
 
ଓଡ଼ିଶାର ଗଡ଼ଜାତ ରାଜ୍ୟମାନଙ୍କ ମଧ୍ୟରେ ପ୍ରାଚୀନତମ ଓ ପ୍ରଧାନ ମୟୂରଭଞ୍ଜ ମଧ୍ୟ ମୟୂର ଶବ୍ଦକୁ ନେଇ ସୃଷ୍ଟି ହେଇଥିବାର ଜଣାଯାଏ । [[ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ]] ଅନୁସାରେ, ଆଜିଠୁଁ ପ୍ରାୟ ୨୦୦୦ ବର୍ଷତଳେ ରାଜପୁତନାର [[ଜୟପୁର]] ରାଜବଂଶର ଜଣେ ରାଜପୁରୁଷ ଏହି ରାଜ୍ୟ ସ୍ଥାପନ କରି ସେଠାରେ ରାଜତ୍ୱ କରୁଥିଲେ । ପ୍ରଥମେ ଏହାର ନାମଥିଲା ହରିହରପୁର । [[ମୟୂର]] ଥିଲା ରାଜବଂଶର ସଙ୍କେତ ଏବଂ ରାଜାମାନେ ଥିଲେ Bhanja bansa।ଭଞ୍ଜବଂଶ। ତେଣୁ ତାହା ପରେ ମୟୂରଭଞ୍ଜ ନାମରେ ପରିଚିତ ହେଲା ।
 
ଗଜପତି ରାଜାଙ୍କ ରାଜତ୍ୱରେ ନୀଳଗିରି, ସିଂହଭୂମି, ବରାହଭୂମି, ପଥରାଇ, ନରସିଂହପୁର, ସାରଣ୍ଡା, କେନ୍ଦୁଝର ଆଦି ଏବଂ ସିଂହଭୂମି, ମାନଭୂମି ଅଞ୍ଚଳ ମାନ ଏହିରାଜ୍ୟର ଅନ୍ତର୍ଗତ ଥିଲା।କାଳକ୍ରମେ ସେହି ସବୁ ରାଜ୍ୟ ମୟୁରଭଞ୍ଜରୁ ବିଚ୍ଛିନ୍ନ ହୋଇଯାଇଛି ।