"ମୟୂରଭଞ୍ଜ ଜିଲ୍ଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୬୭ କ ଧାଡ଼ି:
ଓଡ଼ିଶାର ଗଡ଼ଜାତ ରାଜ୍ୟମାନଙ୍କ ମଧ୍ୟରେ ପ୍ରାଚୀନତମ ଓ ପ୍ରଧାନ ମୟୂରଭଞ୍ଜ ମଧ୍ୟ ମୟୂର ଶବ୍ଦକୁ ନେଇ ସୃଷ୍ଟି ହେଇଥିବାର ଜଣାଯାଏ । [[ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ]] ଅନୁସାରେ, ଆଜିଠୁଁ ପ୍ରାୟ ୨୦୦୦ ବର୍ଷତଳେ ରାଜପୁତନାର [[ଜୟପୁର]] ରାଜବଂଶର ଜଣେ ରାଜପୁରୁଷ ଏହି ରାଜ୍ୟ ସ୍ଥାପନ କରି ସେଠାରେ ରାଜତ୍ୱ କରୁଥିଲେ । ପ୍ରଥମେ ଏହାର ନାମଥିଲା ହରିହରପୁର । [[ମୟୂର]] ଥିଲା ରାଜବଂଶର ସଙ୍କେତ ଏବଂ ରାଜାମାନେ ଥିଲେ ଭଞ୍ଜବଂଶ। ତେଣୁ ତାହା ପରେ ମୟୂରଭଞ୍ଜ ନାମରେ ପରିଚିତ ହେଲା ।
 
ଗଜପତି ରାଜାଙ୍କ ରାଜତ୍ୱରେ ନୀଳଗିରି, ସିଂହଭୂମି, ବରାହଭୂମି, ପଥରାଇ, ନରସିଂହପୁର, ସାରଣ୍ଡା, କେନ୍ଦୁଝର ଆଦି ଏବଂ ସିଂହଭୂମି, ମାନଭୂମି ଅଞ୍ଚଳ ମାନ ଏହି ରାଜ୍ୟର ଅନ୍ତର୍ଗତ ଥିଲା। କାଳକ୍ରମେ ସେହି ସବୁ ରାଜ୍ୟ ମୟୁରଭଞ୍ଜରୁମୟୂରଭଞ୍ଜରୁ ବିଚ୍ଛିନ୍ନ ହୋଇଯାଇଛି ।
ଭାଷାକୋଷରେ ମୟୁରଭଞ୍ଜରମୟୂରଭଞ୍ଜର ନାମ ସମ୍ପର୍କରେ ଆଉ ଏକ ପ୍ରସଙ୍ଗ ମଧ୍ୟ ମିଳେ । ମୟୂରଭଞ୍ଜର ଏକ ପୂର୍ବତନ ରାଜବଂଶର ଉପାଧି ଥିଲା '''ମୟୂରଧ୍ୱଜ''' । ସେହି 'ମୟୂରଧ୍ୱଜ ରାଜବଂଶର ଗର୍ବଭଞ୍ଜନ କରି ସିଂହାସନ ଅଧିକାର କରିଥିବାରୁ ପରବର୍ତ୍ତୀ ରାଜବଂଶର ନାମ '''ମୟୂରଭଞ୍ଜ '''ହେଇଥିଲା ।
 
== ଭୂଗୋଳ ==