"ସ୍ମିତା ମହାନ୍ତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୧୮ କ ଧାଡ଼ି:
}}
 
'''ସ୍ମିତା ମହାନ୍ତି''' ଜଣେ ଓଡ଼ିଆ ଅଭିନେତ୍ରୀ, ଯିଏକି ମୁଖ୍ୟତଃ ଓଡ଼ିଆ କଥାଚିତ୍ର ଏବଂ ଧାରାବାହିକରେ ଅଭିନୟ କରନ୍ତି ।<ref>{{cite news |title=Now, an Odia remake of 'Devdas' - OrissaPOST |url=https://www.orissapost.com/now-an-odia-remake-of-devdas/ |accessdate=10 February 2020 |work=Odisha News, Odisha Latest news, Odisha Daily - OrissaPOST |date=4 August 2019}}</ref> ସେ ୧୯୯୬ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ତାଙ୍କ ଅଭିନୀତ ପ୍ରଥମ ଓଡ଼ିଆ କତାହଚିତ୍ର ଥିଲା ଯଶୋଦା । ଏହାପରେ ସେ ବାପା, ଜୀବନ ସାଥୀ, ପବିତ୍ର ବନ୍ଧନ, କଳ୍କୀ ଅବତାର, କୃଷ୍ଣା କାବେରୀ ଭଳି କଥାଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରବର୍ତ୍ତୀ ସମୟରେ ସେ ବନ୍ଦେ ଉତ୍କଳ ଜନନୀ, ତୁମେ ହିଁ ସାଥୀ ମୋରେ, ଆମ ଭିତରେ କିଛି ଅଛି, ଆସିବୁ କବେ ସାଜି ମୋ ରାଣୀ, କିଏ ସେ ଡାକୁଛି କୋଉଠି ମତେ, ଲଭ୍ ମାଷ୍ଟର, ଆଖିରେ ଆଖିରେ, ତୁ ମୋ ଗାର୍ଲଫ୍ରେଣ୍ଡ ଭଳି କଥାଚିତ୍ରରେ ଚିରିତ୍ର ଅବିନେତ୍ରୀ ଭାବରେ ଅଭିନୟ କରିଥିଲେ । ସ୍ମିତା ଓଡ଼ିଆ କଥାଚିତ୍ର ବ୍ୟତୀତ ଓଡ଼ିଆ ଦୂରଦର୍ଶନ ଧାରାବାହିକରେ ମଧ୍ୟ ଅଭିନୟ କରିଛନ୍ତି । ଇ ଟିଭି ଓଡ଼ିଆରେ ତାଙ୍କ ଅଭିନୀତ ଓଡ଼ିଆ ଧାରାବାହିକ [[ମାଉସୀ (ଓଡ଼ିଆ ଧାରାବାହିକ)|ମାଉସୀ]] ସେ ସମୟରେ ବହୁତ ଲୋକପ୍ରିୟ ହୋଇଥିଲା ।
 
== ଆଧାର ==