"କନକଲତା ଦେବୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେNo edit summary
୩୧ କ ଧାଡ଼ି:
}}
 
'''କନକଲତା ଦେବୀ''' (୩୦ ସେପ୍ଟେମ୍ବର ୧୯୦୯ - ୨୪୧୪ ଫେବୃଆରୀ ୧୯୮୬) ଜଣେ [[ଓଡ଼ିଆ ଲୋକ|ଓଡ଼ିଆ]] ରାଜନୀତିଜ୍ଞା ଥିଲେ । ସେ ଓଡ଼ିଶା ରାଜନୀତିର ଗଣ ପରିଷଦର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । କନକଲତା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବଡ଼ମ୍ବା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।<ref name="Kanaklata Devi">{{cite web|url=http://odishaassembly.nic.in/memberprofile.aspx?img=1097 |title=Shri Kanaklata Devi |last=|first=|date=|website=odishaassembly.nic.in|publisher=Odisha Assembly|archive-url=|archive-date=|dead-url=|accessdate=7 March 2020}}</ref>
 
== ଜନ୍ମ, ପରିବାର ଓ ଶିକ୍ଷା ==
୪୩ କ ଧାଡ଼ି:
 
== ମୃତ୍ୟୁ ==
କନକଲତା ମାନସିଂହ ୧୯୮୬ ମସିହାର ଫେବୃଆରୀ ମାସ ୧୪ ତାରିଖରେ ମୃତ୍ୟୁବରଣ କରିଥିଲେ ।<ref name="Kanaklata Devi"/> ମୃତ୍ୟୁବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା ।
 
== ଆଧାର ==