"ଲକ୍ଷ୍ମଣ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୧ କ ଧାଡ଼ି:
ସହୀଦ ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ୱାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ସହୀଦ ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ ଅବିଭକ୍ତ କୋରାପୁଟ ଜିଲ୍ଲାର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ।
{{ଛୋଟ|Laxman Nayak}}
{{Infobox person
| honorific_prefix = ଶହିଦ
| name = ଲକ୍ଷ୍ମଣ ନାୟକ
| image = Sahid Laxman Nayak.jpg
| caption =
| birth_date = {{birth date|1899|11|22|df=y}}
| birth_place = ତେନ୍ତୁଳିଗୁମ୍ମା, [[ଅବିଭକ୍ତ କୋରାପୁଟ ଜିଲ୍ଲା]]
| death_date = {{death date and age|1943|03|29|1899|11|22|df=yes}}
| death_place = ବ୍ରହ୍ମପୁର
| party =
| children =
| residence =
| website =
| nationality = [[ଭାରତୀୟ]]
| signature =
| signature_alt =
| signature_size =
}}
 
ସହୀଦ ଲକ୍ଷ୍ମଣ ନାୟକ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା ।
'''ସହୀଦ ଲକ୍ଷ୍ମଣ ନାୟକ''' (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩)<ref>{{cite news|last=ଦୁର୍ଗା|first=ପଟ୍ଟନାୟକ|title=ସହିଦଙ୍କୁ ସମ୍ମାନ କେବଳ ଭାଷଣବାଜି !|url=http://odishanewsnitidin.com/index.php?ID=20&PubId=4&schedule=2016-09-11&PageNum=3|accessdate=11 September 2016|newspaper=ନିତିଦିନ}}</ref> ଓଡ଼ିଶାର ଜଣେ ଅଗ୍ରଣି ସ୍ୱାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ '''ମାଲକାନାଗିରିର ଗାନ୍ଧି''' ଭାବେ ପ୍ରସିଦ୍ଧ ଥିଲେ । <ref name="Laxman Naik" /> ଲକ୍ଷ୍ମଣ ନାୟକ ୧୮୯୯ ମସିହା [[ନଭେମ୍ବର]] ୨୨ ତାରିଖରେ [[କୋରାପୁଟ ଜିଲ୍ଲାର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । <ref>{{cite web|title=Birth Anniversary of Sahhed Laxman Nayak|url=http://www.odisha.gov.in/portal/LIWPL/event_archive/Events_Archives/120Saheed_Laxman_Nayak.pdf|accessdate=12 April 2016}}</ref> ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ [[ଜୟପୁର, କୋରାପୁଟ|କୋରାପୁଟ]] ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା, ବେଜୁଣୀଗୁଡା, ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
 
==ସଂକ୍ଷିପ୍ତ ବ୍ୟକ୍ତିଗତ ଜୀବନ ==