"ଲକ୍ଷ୍ମଣ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୧ କ ଧାଡ଼ି:
ସହୀଦ ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ୱାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ସହୀଦ ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ ଅବିଭକ୍ତ କୋରାପୁଟ ଜିଲ୍ଲାର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ।
 
ପିତା ପଦଲାମ ନାୟକ ଓ ମାତା ସମାରି ନାୟକ ।
ସହୀଦ ଲକ୍ଷ୍ମଣ ନାୟକ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ନାୟକ ଓ ସାନଭାଇ ଧନ ଭୁମିୟାନାୟକ
ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା, ବେଜୁଣୀଗୁଡା, ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।