"ରିତେଶ ଅଗ୍ରୱାଲ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେNo edit summary
୧ କ ଧାଡ଼ି:
=== ମାର୍ଚ୍ଚ ୩୦ ସୁଦ୍ଧା ===
ନମୂନା ପରୀକ୍ଷାର ରିପୋର୍ଟ ମିଳିଛି - ୩୭୦
 
କରୋନା ଭୂତାଣୁ ରୋଗ (କୋଭିଡ –୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ଶ୍ରୀ ସୁବ୍ରତ ବାଚୀ ଆଜି ଅପରାହ୍ନରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
ପଜେଟିଭ ବ୍ୟକ୍ତିଙ୍କ ସଂଖ୍ୟା -୩
 
ଲକ୍ ଡାଉନ୍ ଯୋଗୁଁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ବ୍ୟକ୍ତି ବିଶେଷଙ୍କ ପାଇଁ ସମସ୍ତ ମୌଳିକ ସୁବିଧା ଯୋଗାଇଦେବା ନିମନ୍ତେ ଭାରତ ସରକାର ସମସ୍ତ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ପ୍ରଥମ ୨ଟି କେସ୍ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ସଂଖ୍ୟା - ୫୫
 
ଏହି ପରିପ୍ରେକ୍ଷୀରେ ଦେଶର ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଓଡ଼ିଆମାନଙ୍କୁ ସବୁ ପ୍ରକାର ସହାୟତା ଯୋଗାଇଦେବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ଏହି ଉଦ୍ଦେଶ୍ୟରେ ବିଭିନ୍ନ ରାଜ୍ୟ ପାଇଁ ବରିଷ୍ଠ ପ୍ରଶାସକମାନଙ୍କୁ ନୋଡାଲ ଅଧିକାରୀ ଭାବରେ ଦାୟିତ୍ବ ପ୍ରଦାନ କରାଯାଇଛି । ବିଭିନ୍ନ ରାଜ୍ୟର ଦାୟିତ୍ଵରେ ରହିଥିବା ଏହି ଅଧୁକାରୀମାନଙ୍କର ଟେଲିଫୋନ୍ ନମ୍ବର ଏବଂ ଇ-ମେଲ୍ ଆଇଡି ମଧ୍ୟ ଦିଆଯାଇଛି । ଏଥି ସହିତ କଣ୍ଟ୍ରାଲ ରୁମ ନଂ, ୦୬୭୪ ୨୩୯ ୨୧୧୫ରେ ମଧ୍ୟ ସଂପର୍କ ରଖୁହେବ । ଏହି ନୋଡାଲ ଅଧିକାରୀମାନେ ନିୟମିତ ଭାବରେ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଓଡ଼ିଆ ଶ୍ରମିକମାନଙ୍କ ସହିତ ଯୋଗାଯୋଗରେ ଅଛନ୍ତି । ସେମାନଙ୍କୁ ସମସ୍ତ ସହାୟତା ଯୋଗାଇଦେବା ପାଇଁ ସରକାର ଯଶୀଳ ରହିଛନ୍ତି ।
ତୃତୀୟ କେସ୍ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ସଂଖ୍ୟା - ୧୧୨
 
ରାଜ୍ୟର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ବାହାର ରାଜ୍ୟର ଶ୍ରମଜୀବୀମାନଙ୍କୁ ସବୁ ପ୍ରକାର ସହାୟତା ଯୋଗାଇଦେବା ସହ ସେମାନଙ୍କୁ ଅତିଥି ଭାବେ ବ୍ୟବହାର କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ସେମାନଙ୍କ ରହିବା ଏବଂ ଖାଦ୍ୟପେୟ ପାଇଁ ଅସ୍ଥାୟୀ ଶିବିର ଖୋଲାଯାଇଛି
କରୋନା ସନ୍ଦିଗ୍ଧ ଵିଭିନ୍ନ ଚିକିତ୍ସାଳୟରେ ପୃଥକଵାସରେ ଅଛନ୍ତି - ୭୬