"ରିତେଶ ଅଗ୍ରୱାଲ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ବିଷୟବସ୍ତୁକୁ " @IPR_Odisha 4th Positive Case of #Covid 19 For Odisha. Tested till yesterday: 473 Tested today: 137 RMRC: 119..." ଦେଇ ପ୍ରତିବଦଳ କଲେ
ଟ୍ୟାଗ: Replaced
୧ କ ଧାଡ଼ି:
=== ସାମାଜିକ ସଂକ୍ରମଣ ପୂର୍ବ ସରକାରୀ ପଦକ୍ଷେପ ===
 
@IPR_Odisha
କରୋନା ଭୂତାଣୁ ରୋଗ (କୋଭିଡ–୧୯)ର ସାମାଜିକ ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ:
 
4th Positive Case of #Covid 19 For Odisha.
* ଲକ୍ ଡାଉନ୍ ଯୋଗୁଁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ବ୍ୟକ୍ତି ବିଶେଷଙ୍କ ପାଇଁ ସମସ୍ତ ମୌଳିକ ସୁବିଧା ଯୋଗାଇଦେବା ନିମନ୍ତେ ଭାରତ ସରକାର ସମସ୍ତ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
 
Tested till yesterday: 473
* ଏହି ପରିପ୍ରେକ୍ଷୀରେ ଦେଶର ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଓଡ଼ିଆମାନଙ୍କୁ ସବୁ ପ୍ରକାର ସହାୟତା ଯୋଗାଇଦେବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ଏହି ଉଦ୍ଦେଶ୍ୟରେ ବିଭିନ୍ନ ରାଜ୍ୟ ପାଇଁ ବରିଷ୍ଠ ପ୍ରଶାସକମାନଙ୍କୁ ନୋଡାଲ ଅଧିକାରୀ ଭାବରେ ଦାୟିତ୍ବ ପ୍ରଦାନ କରାଯାଇଛି । ବିଭିନ୍ନ ରାଜ୍ୟର ଦାୟିତ୍ଵରେ ରହିଥିବା ଏହି ଅଧିକାରୀମାନଙ୍କର ଟେଲିଫୋନ୍ ନମ୍ବର ଏବଂ ଇ-ମେଲ୍ ଆଇଡି ମଧ୍ୟ ଦିଆଯାଇଛି । ଏଥି ସହିତ କଣ୍ଟରୋଲ ରୁମ ନଂ (୦୬୭୪ ୨୩୯ ୨୧୧୫)ରେ ମଧ୍ୟ ସଂପର୍କ ରଖୁହେବ । ଏହି ନୋଡାଲ ଅଧିକାରୀମାନେ ନିୟମିତ ଭାବରେ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଓଡ଼ିଆ ଶ୍ରମିକମାନଙ୍କ ସହିତ ଯୋଗାଯୋଗରେ ଅଛନ୍ତି । ସେମାନଙ୍କୁ ସମସ୍ତ ସହାୟତା ଯୋଗାଇଦେବା ପାଇଁ ସରକାର ଯତ୍ନଶୀଳ ରହିଛନ୍ତି ।
 
Tested today: 137 RMRC: 119 (all negative) AIIMS: 15(1 positive) SCB: 3 (all negative)
* ରାଜ୍ୟର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ବାହାର ରାଜ୍ୟର ଶ୍ରମଜୀବୀମାନଙ୍କୁ ସବୁ ପ୍ରକାର ସହାୟତା ଯୋଗାଇଦେବା ସହ ସେମାନଙ୍କୁ ଅତିଥି ଭାବେ ବ୍ୟବହାର କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ସେମାନଙ୍କ ରହିବା ଏବଂ ଖାଦ୍ୟପେୟ ପାଇଁ ଅସ୍ଥାୟୀ ଶିବିର ଖୋଲାଯାଇଛି । ୩୦ ତାରିଖ ସୁଦ୍ଧା ୨୫୨ଟି ଅସ୍ଥାୟୀ ଶିବିରରେ ପ୍ରାୟ ୧୮,୦୦୦ ଶ୍ରମଜୀବୀଙ୍କୁ ରଖାଯାଇଛି । ସେମାନଙ୍କ ପାଇଁ ୨୪ ଘଣ୍ଟିଆ ହେଲପୁଲାଇନ୍ (୧୮୦୦୩୪୫୬୭୦୩) କାର୍ଯ୍ୟ କରୁଛି ।
 
Total tested till date: 610 Positive: 4
* ଓଡିଶା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ୨୨୬୧ଟି ଗ୍ରାମ ପଞ୍ଚାୟତରେ ୧, ୨୫,୨୩୭ ଜଣ ଓ ୮୦ଟି ପୌରାଞ୍ଚଳରେ ୧୯,୮୮୬ ଜଣ ନିରାଶ୍ରୟ ଓ ଅସହାୟମାନଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି । ପରିସ୍ଥିତିକୁ ଦୃଷ୍ଟିରେ ରଖୁ ଏହି କାର୍ଯ୍ୟକ୍ରମ ବଳବତ୍ତର ରହିବ ଵୋଲି ସରକାର ଘୋଷଣା କରିଛନ୍ତି ।
 
* ପୂର୍ବରୁ ରାଜ୍ୟକୁ ଫେରିଥିବା ବ୍ୟକ୍ତିବିଶେଷଙ୍କ ନିମନ୍ତେ ଅସ୍ଥାୟୀ ସ୍ଵାସ୍ଥ୍ୟ ଶିବିର ଖୋଲା ଯାଇଛି, ଯେଉଁଠାରେ ସେମାନେ ସଙ୍ଗରୋଧରେ ରହିପାରିବେ ।
 
* ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଭୁକ୍ତ ସମସ୍ତ ହିତାଧିକାରୀଙ୍କୁ ୪ ମାସର ଅଗ୍ରୀମ ପେସନ୍ ଦିଆଯାଉଛି । ୩୦ ତାରିଖ ସୁଦ୍ଧା ୬୦ ପ୍ରତିଶତ ହିତାଧିକାରୀଙ୍କୁ ପେନ୍ସନ୍ ବଣ୍ଟା ସରିଥିବାବେଳେ ଅବଶିଷ୍ଟ ହିତାଧିକାରୀଙ୍କୁ ପେନ୍ସନ୍ ଦିଆଯିବାର ପ୍ରକ୍ରିୟା ଜାରି ରହିଛି ।
 
* ରାଜ୍ୟରେ କ୍ଷୀର ଓ ପନିପରିବା ସମେତ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ମହଜୁଦ୍ ଥିବା ଯୋଗୁଁ ଏଥି ପାଇଁ ବିଚଳିତ ନହୋଇ ପ୍ରତି ସପ୍ତାହରେ ଥରେ ମାତ୍ର ଏହି ସାମଗ୍ରୀସବୁ ସଂଗ୍ରହ କରିବା ପାଇଁ ବାହାରକୁ ଆସିବା ନିମନ୍ତେ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି । ଏହା ଫଳରେ ସାମାଜିକ ଦୂରତା ବଜାୟ ରହିବ ଏବଂ କରୋନା ମହାମାରୀ ସଂକ୍ରମଣକୁ ପ୍ରତିହତ କରାଯାଇପାରିବ ।
 
* ଲକ୍ ଡାଉନ୍ ସମୟରେ ରାଜ୍ୟର ୫ଟି ମହାନଗର ନିଗମ ଓ ୪୮ଟି ପୌରସଂସ୍ଥା ଅଞ୍ଚଳରେ ବୁଲା ଜୀବଜନ୍ତୁମାନଙ୍କୁ ଖାଦ୍ୟ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୫୪ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି ।
 
* ରାଜ୍ୟରେ କୋଭିତ୍—୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୯ ମାର୍ଚ୍ଚରୁ ୩୦ ମାର୍ଚ୍ଚ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୨୨୪ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରେ ୩ଟି ମାମଲା ହୋମ୍ କ୍ୱାରାଣ୍ଟାଇନ୍ ଉଲ୍ଲଘନ ଅଭିଯୋଗରେ ଦାୟର ହୋଇଛି ।