"ବି. ଏସ. ବି. ନରେନ୍ଦ୍ର ମହାପାତ୍ର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
"{{ଛୋଟ|B. S. B. Narendra Mohapatra}} {{Infobox Indian politician | image = | name = ବି. ଏସ. ବି. ନର..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
ଟିକେNo edit summary
୩୨ କ ଧାଡ଼ି:
}}
 
'''ବି. ଏସ. ବି. ନରେନ୍ଦ୍ର ମହାପାତ୍ର''' (୨୦ ଅକ୍ଟୋବର ୧୯୨୮ - ୧୧ ଫେବୃଆରୀ ୧୯୮୦) ଜଣେ [[ଓଡ଼ିଆ ଭାଷା|ଓଡ଼ିଆ]] ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ନରେନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।<ref name="B. S. B. Narendra Mohapatra">{{cite web|url=http://odishaassembly.nic.in/memberprofile.aspx?img=852 |title=Shri B. S. B. Narendra Mohapatra |last=|first=|date=|website=odishaassembly.nic.in|publisher=Odisha Assembly|archive-url=|archive-date=|dead-url=|accessdate=18 April 2020}}</ref> ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।<ref name="ଓଡ଼ିଶା ଇତିହାସ">{{cite book |last1=ନାୟକ |first1=ଉଦ୍ଧବ ଚରଣ |title=ଓଡ଼ିଶା ରାଜନୀତିର ଇତିହାସ |date=September 2013 |publisher=ଆମ ଓଡ଼ିଶା |location=ଭୁବନେଶ୍ୱର |page=173 |edition=୧ମ |url=https://or.wikisource.org/s/5ft |accessdate=19 April 2020}}</ref>
 
== ଜନ୍ମ, ପରିବାର ଓ ଶିକ୍ଷା ==