"ସାରଳା ଦାସ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେNo edit summary ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ |
ଟିକେNo edit summary ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ |
||
୧୮ କ ଧାଡ଼ି:
}}
ଶୂଦ୍ରମୁନି '''ସାରଳା ଦାସ''' ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ [[ଓଡ଼ିଆ ଭାଷା]]ରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ [[ଓଡ଼ିଶା]]ର [[ଜଗତସିଂହପୁର ଜିଲ୍ଲା|ଜଗତସିଂହପୁର ଜିଲ୍ଲାର]] "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା [[
୧୫ଶ ଶତାବ୍ଦୀରେ ସେ ଥିଲେ ପ୍ରଥମ [[ଓଡ଼ିଆ ଲୋକ|ଓଡ଼ିଆ]] ଯେ [[ଓଡ଼ିଆ ଭାଷା|ଓଡ଼ିଆ]]ରେ ସାହିତ୍ୟ ରଚନା କରିଥିଲେ । ତାଙ୍କର ଜନ୍ମ ସଠିକ ଭାବରେ ନିରୂପଣ କରାଯାଇ ପାରି ନାହିଁ ।
ସାରଳା ଦାସ ପ୍ରଥମେ ମୂର୍ଖ ଥିଲେ; ପରେ ସାରଳା ଠାକୁରାଣୀଙ୍କଠାରେ ଅଧିଆ ପଡ଼ି ଠାକୁରାଣୀଙ୍କ ଠାରୁ ବର ପାଇଥିଲେ । ମା
ଓଡ଼ିଆ ପଦ୍ୟ ରଚନାରେ ଏହାଙ୍କର ଲେଖା ପ୍ରାଚୀନ ବୋଧ ହେଉଥିବାରୁ ଏହାଙ୍କୁ ଆଦିକବି ବୋଲି ଲୋକେ କହନ୍ତି । ପଞ୍ଚଦଶ ଶତାବ୍ଦୀର ଲୋକ
ସେ ସମୟରେ ଓଡ଼ିଶାରେ କପିଳେନ୍ଦ୍ର ଦେବ ରାଜା ଥିଲେ । ରାଜା ତାଙ୍କ କବିତ୍ୱରେ ସନ୍ତୁଷ୍ଟ ହୋଇ ତାଙ୍କୁ 'ପରିଡ଼ା' ଉପାଧି ଦେଇଥିଲେ । ତାଙ୍କ ବଂଶଧରମାନେ ସେହି 'ପରିଡ଼ା' ଉପାଧିକୁ 'ପରିଜା' ବୋଲି ଏବେ ବ୍ୟବହାର କରୁଅଛନ୍ତି । ତାଙ୍କ ନାମ ଅନୁସାରେ ଝଙ୍କଡ଼ର ଉତ୍ତର-ପଶ୍ଚିମରେ 'ସାରଳା' ନାମରେ ଗୋଟିଏ଼ ଗ୍ରାମ ବସିଥିଲା । ସେ ଗ୍ରାମକୁ ବର୍ତ୍ତମାନ 'ବଡ଼ ସାରୋଳ' ବୋଲାଯାଏ ।
|