"ଗଙ୍ଗାଧର ପାଇକରାୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୨୨ କ ଧାଡ଼ି:
| predecessor2 = ସତ୍ୟାନନ୍ଦ ଚମ୍ପତିରାୟ
| successor2 = ସତ୍ୟାନନ୍ଦ ଚମ୍ପତିରାୟ
| party = [[ଭାରତୀୟ କମ୍ୟୁନିଷ୍ଟ ପାର୍ଟି]]
| otherparty =
| religion = [[ହିନ୍ଦୁ ଧର୍ମ|ହିନ୍ଦୁ]]
୩୧ କ ଧାଡ଼ି:
| spouse = ଚମ୍ପା ଦେବୀ
| children =
| relatives =
| website =
| footnotes =
୩୯ କ ଧାଡ଼ି:
}}
 
'''ଗଙ୍ଗାଧର ପାଇକରାୟ''' (ମୃତ୍ୟୁ: ୩୧ ଅଗଷ୍ଟ ୧୯୯୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଗଙ୍ଗାଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୪ଥର କାର୍ଯ୍ୟ କରିଥିଲେ । ୧୯୫୧, ୧୯୬୧, ୧୯୬୭ ଓ ୧୯୭୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବେଗୁନିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୩ୟ, ୪ର୍ଥ ଓ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।<ref name="Gangadhar Paikray">{{cite web|url=http://odishaassembly.nic.in/memberprofile.aspx?img=824 |title=Shri Gangadhar Paikray |last=|first=|date=|website=odishaassembly.nic.in|publisher=Odisha Assembly|archive-url=|archive-date=|dead-url=|accessdate=11 May 2020}}</ref>
 
== ଜନ୍ମ, ପରିବାର ଓ ଶିକ୍ଷା ==
୪୫ କ ଧାଡ଼ି:
 
== ରାଜନୈତିକ ଜୀବନ ==
ଗଙ୍ଗାଧର ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଭଳି ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।<ref name="Gangadhar Paikray"/> ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୪ଥର କାର୍ଯ୍ୟ କରିଥିଲେ ।<ref name="Gangadhar Paikray"/>
<!--
୧୯୯୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଗଙ୍ଗାଧର ପାଇକରାୟ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପ୍ରାର୍ଥୀ ଭାବରେ [[ଚୌଦ୍ୱାର-କଟକ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)|ଚୌଦ୍ୱାର-କଟକ ବିଧାନ ସଭା ନିର୍ବାଚନ ମଣ୍ଡଳୀ]]<nowiki/>ରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୩୧,୧୧୪ ଖଣ୍ଡ ଭୋଟ ପାଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।<ref name=":0">{{Cite web|url=https://eci.gov.in/files/file/3626-orissa-1990/|title=Orissa 1990|website=Election Commission of India|language=en-IN|access-date=2019-06-27}}</ref> ଏହି ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ପ୍ରସନ୍ନ କୁମାର ଦାଶଙ୍କୁ ୫୭୭୯ ଖଣ୍ଡ ଭୋଟରେ ପରାସ୍ତ କରି।<ref name=":0" /> ଏହି ବିଧାନ ସଭାରେ ସେ ୧୯୯୦ ମସିହାରୁ ୧୯୯୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।