"ଗଙ୍ଗାଧର ପାଇକରାୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୪୫ କ ଧାଡ଼ି:
 
== ରାଜନୈତିକ ଜୀବନ ==
ଗଙ୍ଗାଧର ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଭଳି ଦଳରପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।<ref name="Gangadhar Paikray"/> ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୪ଥର କାର୍ଯ୍ୟ କରିଥିଲେ ।<ref name="Gangadhar Paikray"/>
<!--
୧୯୯୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଗଙ୍ଗାଧର ପାଇକରାୟ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପ୍ରାର୍ଥୀ ଭାବରେ [[ଚୌଦ୍ୱାର-କଟକ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)|ଚୌଦ୍ୱାର-କଟକ ବିଧାନ ସଭା ନିର୍ବାଚନ ମଣ୍ଡଳୀ]]<nowiki/>ରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୩୧,୧୧୪ ଖଣ୍ଡ ଭୋଟ ପାଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।<ref name=":0">{{Cite web|url=https://eci.gov.in/files/file/3626-orissa-1990/|title=Orissa 1990|website=Election Commission of India|language=en-IN|access-date=2019-06-27}}</ref> ଏହି ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ପ୍ରସନ୍ନ କୁମାର ଦାଶଙ୍କୁ ୫୭୭୯ ଖଣ୍ଡ ଭୋଟରେ ପରାସ୍ତ କରି।<ref name=":0" /> ଏହି ବିଧାନ ସଭାରେ ସେ ୧୯୯୦ ମସିହାରୁ ୧୯୯୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।