"ଗୋପବନ୍ଧୁ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ତାଙ୍କ
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
No edit summary
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୩୮ କ ଧାଡ଼ି:
ପଣ୍ଡିତେ ମାତ୍ର ୧୨ ବର୍ଷ ବୟସରେ ଅପତୀ ଦେବୀଙ୍କୁ ବିବାହ କରିଥିଲେ । ବିବାହ ପରେ ମଧ୍ୟ ସେ ପାଠ ପଢ଼ା ଜାରିରଖିଥିଲେ । ପୁରୀରୁ ମାଟ୍ରିକ ପାସ କରି, ସେ [[କଟକ]]ର [[ରେଭେନ୍ସା ମହାବିଦ୍ୟାଳୟ]]ରେ ଅଧ୍ୟୟନ କଲେ । ଏହି ସମୟରେ ତାଙ୍କର ପିତୃବିୟୋଗ ଘଟିଥିଲା । କଟକରେ ଅଧ୍ୟୟନ ସମୟରେ [[ଓଡ଼ିଆ ଭାଷା]]ର ବିଲୋପ ଚକ୍ରାନ୍ତ ବିରୋଧରେ ଆନ୍ଦୋଳନ ଆରମ୍ଭ ହୋଇଥିଲା । ଗୋପବନ୍ଧୁ, 'କର୍ତବ୍ୟ ବୋଧିନୀ ସମିତି' ଗଠନ କରି ଓଡ଼ିଆ ଭାଷା ବିଲୋପର ତୀବ୍ର ପ୍ରତିବାଦ କଲେ । ତାଙ୍କର ଆହ୍ୱାନ ଥିଲା, 'ପ୍ରତ୍ୟେକ ବ୍ୟକ୍ତି ଓ ଜାତିର ପରିଚୟ ହେଉଛି ତାହାର ଭାଷା । ଭାଷାହିଁ ଜାତିର ପ୍ରାଣସ୍ପନ୍ଦନ ।' [[ରମ୍ଭା]]ଠାରେ ରାମଚନ୍ଦ୍ର ଦାଶ ଓ ଗୋପବନ୍ଧୁଙ୍କ ଉଦ୍ୟମରେ [[ଉତ୍କଳ ସମ୍ମିଳନୀ]]ର ପ୍ରଥମ ଅଧିବେଶନ ଅନୁଷ୍ଠିତ ହେଲା । ୧୯୦୩ରେ ଉତ୍କଳ ଗୌରବ [[ମଧୁସୂଦନ ଦାସ]]ଙ୍କଦ୍ୱାରା ଆହୂତ ଉତ୍କଳ ସମ୍ମିଳନୀରେ ଗୋପବନ୍ଧୁ ସକ୍ରିୟ ଅଂଶଗ୍ରହଣ କରିଥିଲେ । ଏହି ସମୟରେ, ତାଙ୍କର ପ୍ରଥମ ପୁତ୍ରସନ୍ତାନଟିର ମୃତ୍ୟୁ ଘଟିଥିଲା । ଏହିପରି ନାନାଦି ବାଧାବିଘ୍ନ ସତ୍ତ୍ୱେ ସେ ୧୯୦୪ ମସିହାରେ ରେଭେନ୍ସା ମହାବିଦ୍ୟାଳୟରୁ ବିଏ ପାସ କଲେ ଓ [[କଲିକତା]]ରେ ବିଏଲ ପଢ଼ିଲେ ।<ref>{{cite web |url= http://www.123orissa.com/person/person.asp?sno=31&cat=f |title=UTKALAMANI PUNDIT GOPABANDHU DAS|first= |last= |work=123orissa.com |quote=He passed his B.A from Revenshaw College in 1904 and later passed B.L. from Calcutta University in 1906. |accessdate=9 October 2012}}</ref> ସେଠାରେ ପ୍ରବାସୀ ଓଡ଼ିଆଙ୍କ ଦୁଃଖଦୁର୍ଦ୍ଦଶାରେ ବ୍ୟଥିତ ହୋଇ, ସେ 'ଓଡ଼ିଆ ଶ୍ରମିକ ସଂଘ' ଓ 'ସାନ୍ଧ୍ୟ ବିଦ୍ୟାଳୟ' ପ୍ରତିଷ୍ଠା କରିଥିଲେ । ଇତି ମଧ୍ୟରେ ତାଙ୍କର ଦ୍ୱିତୀୟ ପୁତ୍ରଟିର ମଧ୍ୟ ମୃତ୍ୟୁ ଘଟିଥିଲା । ଏପରିକି, ଯେଉଁଦିନ ସେ ବିଏଲ ପାସ କରିଛନ୍ତି ବୋଲି ଖବର ପାଇଥିଲେ, ସେହିଦିନ ତାଙ୍କୁ ନିଜ ପତ୍ନୀଙ୍କର ମୃତ୍ୟୁ ସମ୍ବାଦ ମଧ୍ୟ ମିଳିଥିଲା । ଏତେ ସବୁ ଦୁଃଖ କିନ୍ତୁ ତାଙ୍କୁ ନିଜ କର୍ମରୁ ବିଚ୍ୟୁତ କରିପାରିନଥିଲା । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ଯୋଗଦାନ ଅତୁଳନୀୟ ରହିଥିଲା ।
 
== ତାଙ୍କର କର୍ମଜୀବନ ==
== ତାଙ୍କ ==
ସେ ଦେଶର ହିତ ପାଇଁ ବିଭିନ୍ନ କାଯ୍ୟ କରିଥିଲେ
 
== କର୍ମଜୀବନ ==
ଆଧୁନିକ ଯୁଗର ପଞ୍ଚସଖାମାନଙ୍କ ମଧ୍ୟରେ ସେ ଅନ୍ୟତମ ଥିଲେ । ଭକ୍ତକବି, [[ମଧୁସୂଦନ ରାଓ]]ଙ୍କ ନିଷ୍ପତି କ୍ରମେ, ଗୋପବନ୍ଧୁ [[ସାକ୍ଷୀଗୋପାଳ]]ର ବକୁଳ ଓ ଛୁରିଆନା କୁଞ୍ଜରେ [[ସତ୍ୟବାଦୀ ବନ ବିଦ୍ୟାଳୟ]] ପ୍ରତିଷ୍ଠା କରିଥିଲେ । ଏହି ବିଦ୍ୟାଳୟରୁ ସେତେବେଳେ ଜାତୀୟ ସ୍ୱାଧୀନତା ଆନ୍ଦୋଳନ ପରିଚାଳିତ ହେଉଥିଲା ।<ref>{{cite web |url= http://independent.academia.edu/KrishanShri/Papers/623017/An_experiment_in_nationalist_education_Satyavadi_school_in_Orissa_1909-1926_ |title=An experiment in nationalist education: Satyavadi school in Orissa(1909-1926) (Krishan Shri) - Academia.edu |work=academia.edu |year=2012|quote=Satyavadi was a uniqueexperimental school in the history of modern Orissa. Establishedby Gopabandhu Das (1877-1928), |accessdate=20 June 2012}}</ref>