"ଶ୍ରୀ ରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
"{{Infobox_University |name = ଶ୍ରୀ ରାମଚନ୍ଦ୍ର ଭଞ୍ଜ ଭେଷଜ ମହାବି..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
No edit summary
୩୪ କ ଧାଡ଼ି:
}}
 
ଶ୍ରୀ ରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ବା ଏସ ସି ବି ମେଡିକାଲ [[ଓଡିଶା]]ର ତଥା ସମଗ୍ର ପୂର୍ବ [[ଭାରତ]]ର ଏକ ପୁରାତନ ଓ ଅଗ୍ରଣୀ ଭେଷଜ ମହାବିଦ୍ୟାଳୟ। ଏହା [[କଟକ]] ସହରର ମଙ୍ଗଳବାଗ ଅଞ୍ଚଳରେ ୮୭.୩୨ ଏକର ପରିମିତ ପରିସରରେ ଅବସ୍ଥିତ। ମୟୂରଭଞ୍ଜର ରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଙ୍କ ଉଦ୍ୟମ ଓ ଅର୍ଥ ସହାୟତା ଯୋଗୁଁ ଏହା ପ୍ରତିଷ୍ଠା ହୋଇଥିବାରୁ, ଏହି ମହାବିଦ୍ୟାଳୟଟି ତାଙ୍କ ନାମରେ ନାମିତ ହୋଇଛି।
 
[[Category:ଓଡ଼ିଶାରେ କଲେଜ ଓ ବିଶ୍ଵବିଦ୍ୟାଳୟ]]