"କଳାବୁଦା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବ/ୱ ଫଳା ବଦଳ
ବନାନ ସଂଶୋଧନ କରାଗଲା
୪୫ କ ଧାଡ଼ି:
 
== ଭୌଗଳିକ ଅବସ୍ଥିତି ଓ ଜଳବାୟୁ ==
ଏହି ଗ୍ରାମଟି [[କଟକ]] ସହରଠାରୁ ପ୍ରାୟ ୬୫କି.ମି. ଦୂରରେ ଏବଂ [[କେନ୍ଦ୍ରାପଡ଼ା]] ସହରଠାରୁ ପ୍ରାୟ ୧୨କି.ମି. ଦୂରରେ ଅବସ୍ଥିତ । ଗ୍ରାମର ଅବସ୍ଥିତି ଚିତ୍ରୋପ୍ତଳା ନଦୀ କୂଳରେ । କଳାବୁଦା ହେଉଛି ଏକ ଗାଁ ଏବଂ ଗ୍ରାମପଞ୍ଚାୟତ ଯେଉଁଥିରେ କଳାବୁଦା(କ), କଳାବୁଦା(ଖ), କଳାବୁଦା(ଗ), ଅନ୍ଧାଲୋ, ମଇଦିପୁର ଓ ଗୋବିନ୍ଦପୁର ଗ୍ରାମ ଅନ୍ତର୍ଗତ ।<ref>http://naveenpatnaik.com/Kalabuda-Village-25365-3454.html</ref> ଗ୍ରାମଟି ଉପକୂଳବର୍ତୀ ଅଞ୍ଚଳରେ ଥିବାରୁ ମଧ୍ୟମ ଧରଣର ଜଳବାୟୁ ଅନୁଭୁତ ହୁଏ । <!--ଚାଷ ପାଇଁ ଅନୁକୂଳ ।-->
 
== '''କିମ୍ବଦନ୍ତୀ''' ==
ଗ୍ରାମରେ ପୂର୍ବ କାଳରେ ବହୁତ କାରିଗର ଓ କଳାରେ ନିପୁଣ ଲୋକ ରହୁଥିବାରୁ, ଗ୍ରାମର ନାମକରଣ ଏହିଭଳି ହୋଇଛି ବୋଲି ବିଶ୍ୱାସ କରାଯାଏ (କଳାବୁଦା ବା କଳାରେ ପରିପୂର୍ଣ୍ଣ ଥିବା ଏକ ଅଞ୍ଚଳ) । [[ମାହଳ]]ରେ ଥିବା [[ଜଗନ୍ନାଥ]] ମନ୍ଦିରର ସ୍ୱର୍ଗଦ୍ୱାର ରୂପେ ଏହି ଗାଁରେ ଥିବା ଶ୍ମଶାନକୁ ଧରିନିଆଯାଇଛି ।
== ଦେବଦେବୀ ଓ ମନ୍ଦିର ==
ଗାଁର ପୂର୍ବ ଦିଗରେ ଏକ [[ଶିବ]] ମନ୍ଦିର ଅଛି ଯାହା କି ଗ୍ରାମର ଏକ ମୁଖ୍ୟ ମନ୍ଦିର ଏବଂ ଆରାଧନା ସ୍ଥଳ । ଏହା ବ୍ୟତିତବ୍ୟତୀତ ଏଠାରେ [[ଜଗନ୍ନାଥ]] ମନ୍ଦିର, ଶନି ମନ୍ଦିର, ସୂର୍ଯ୍ୟ ମନ୍ଦିର ଅଛି । ଗ୍ରାମର ମଝିରେ ମା ମଙ୍ଗଳା ଗ୍ରାମଦେବତୀ ଭାବେ ପୂଜା ପାଉଛନ୍ତି । ଏହି ଗ୍ରାମରେ ଦୁଇଟି ଆଶ୍ରମ (କହ୍ନେଇ ଗୋସାଇଁ ଏବଂ ଦଧିଚି ମୁନି) ଅଛି ।
 
== ପର୍ବ ପର୍ବାଣି ==
"https://or.wikipedia.org/wiki/କଳାବୁଦା"ରୁ ଅଣାଯାଇଅଛି