"କଳାବୁଦା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ବନାନ ସଂଶୋଧନ କରାଗଲା
୫୩ କ ଧାଡ଼ି:
 
== ପର୍ବ ପର୍ବାଣି ==
ଏହି ଗ୍ରାମରେ ପ୍ରାୟତଃ ସବୁ ପର୍ବ ପର୍ବାଣିପର୍ବପର୍ବାଣି ପାଳନ କରାଯାଏ । ଦଶହରା, ବାରୁଣୀ ମେଳା ଓ ଶନିମେଳା ମୁଖ୍ୟ ପର୍ବ । ଏହି ପର୍ବ ଗୁଡିକରେ ଗାଁକୁ ବହୁ ଦୂରରୁ ଲୋକମାନେ ଆସନ୍ତି ଏବଂ ଗ୍ରାମର ଲୋକମାନଙ୍କ ସହ ମିଶି ପାଳନ କରନ୍ତି । ଏହାଛଡା ଗ୍ରାମରେ [[ରଥଯାତ୍ରା]], ଜାଗର ଓଷା, କାର୍ତିକ ପୁର୍ଣିମା ଏବଂ ଅନ୍ୟାନ୍ୟ ସମସ୍ତ ପର୍ବ ପାଳନ କରାଯାଏ ।
 
== ଜୀବନ ଜୀବିକା ==
"https://or.wikipedia.org/wiki/କଳାବୁଦା"ରୁ ଅଣାଯାଇଅଛି