"ଓଡ଼ିଶୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୧୮ କ ଧାଡ଼ି:
===ଆରମ୍ଭ ଓ ଇତିହାସ===
[[File:Temple-Jagannath.jpg|thumb|୫୦୦px|[[ଜଗନ୍ନାଥ ମନ୍ଦିର]] ନୀତିରେ ଓଡ଼ିଶୀ]]
[[ଖାରବେଳ]]ଙ୍କ ସମୟରେ ଅଙ୍କାଯାଇଥିବା [[ଉଦୟଗିରି]]ର ମଞ୍ଚପୁରି ଗୁମ୍ଫାରେ ସବୁଠୁ ପୁରୁଣା ଓଡ଼ିଶୀ ନାଚର ଛବି ଦେଖିବାକୁ ମିଳିଥାଏ । ନାରୀମାନଙ୍କ ବାଦ୍ୟଯନ୍ତ୍ର ବାଜଣା ସହ ଓଡ଼ିଶୀ ନର୍ତକୀମାନଙ୍କର ନାଚକୁ ଖାରବେଳ ଉପଭୋଗ କରୁଥିଲେ । ତେଣୁ ଆରମ୍ଭରେ ଏହା ଧର୍ମ ସହ ଯୋଡ଼ା ନଥିଲା, ପରେ ଏହା ମନ୍ଦିର ଚଳଣିରେ ଯୋଡ଼ିହେଲା । [[ଜଗନ୍ନଥଜଗନ୍ନାଥ ମନ୍ଦିର]]ରୁ ପ୍ରଥମେ ଆରମ୍ଭ କରି ତା ପରେ ବାକି ଶିବ ଓ ବିଷ୍ନୁ ମନ୍ଦିର ମାନଙ୍କରେ ଆରମ୍ଭ ହେଲା । ଗୋଟିଏ ପୁରୁଣା ପୋଥି ଦେବଦାସୀମାନେ ଜୈନ ଓ ବୌଧ ସଙ୍ଘ ମାନଙ୍କରେ ନାଚିବାର ପ୍ରମାଣ ଦିଏ । ଓଡ଼ିଶୀ, ପ୍ରଥମେ ମନ୍ଦିର ମାନଙ୍କରେ 'ମାହାରି' ମାନେ ନିଜ ଜୀବନ ଭଗବାନଙ୍କ ପାଖରେ ଅର୍ପଣ କରିବାର ଚଳଣି ଆରମ୍ଭ କରିଥିଲେ ଯାହା ଓଡ଼ିଶାର ମନ୍ଦିର କାନ୍ଥରେ ଥିବା ମୂର୍ତ୍ତୀରୁ ଜଣାପଡ଼େ ।<ref name="nadanam.com">[http://www.nadanam.com/odissi/o_index.htm ଓଡ଼ିଶୀ]</ref>
ଖ୍ରିଷ୍ଟପୁର୍ବ ଦ୍ଵିତୀୟର ଓଡ଼ିଶୀର ଇତିହାସ [[ଉଦୟଗିରି]]ର ରାଣୀଗୁମ୍ଫାରୁ ମିଳିଥିବା ପୋଥିରୁ ଜଣାଯାଏ । ତେଣୁ ଇତିହାସ, ରିତିନୀତି ଓ ଚଳଣିକୁ ଆଖିରେ ରଖି ଓଡ଼ିଶୀକୁ ସବୁଠୁ ପୁରୁଣା ଶାସ୍ତ୍ରୀୟ ନାଚର ମାନ୍ୟତା ଦିଆଯାଏ । ନାଟ୍ୟ ଶାସ୍ତ୍ରରେ ବି '''ଓଡ୍ର ମାଗଧି'''କୁ ଗୁରୁତ୍ତ୍ଵ ଦିଆଯାଇଛି ଆଉ ଓଡ୍ର ଓଡ଼ିଶାକୁ ହିଁ ସୂଚାଏ ।<ref>http://www.nadanam.com/odissi/o_history.htm</ref>
 
"https://or.wikipedia.org/wiki/ଓଡ଼ିଶୀ"ରୁ ଅଣାଯାଇଅଛି