"ଅକୁହା କଥା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ fixing error
No edit summary
୨୭ କ ଧାଡ଼ି:
}}
 
'''ଅକୁହା କଥା''', ୧୯୯୪ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ [[ପୂର୍ଣ୍ଣଚନ୍ଦ୍ର ରାଓ]][[ତରୁଣ ମଜୁମଦାର]] ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ [[ବାପି ଲହରୀଲାହିରୀ]] ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
 
ଦେବୁ ବୋଷ, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ମହେଶ୍ୱତା ରାୟ, ଜୟୀରାମ ସାମଲ, ଦୁଃଖିରାମ ସ୍ୱାଇଁ, ହେମନ୍ତ ଦାସ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।