"ଓଡ଼ିଶାରେ କୋଭିଡ-୧୯ ମହାମାରୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୪୩୦ କ ଧାଡ଼ି:
* ୧୯ ଜୁନ, ୨୦୨୦ ଅପରାହ୍ନ ସାଢେ ୫ଟା ସୁଦ୍ଧା ରାଜ୍ୟର ମୋଟ କରୋନା ପଜିଟିଭ ୪୬୭୭ ହେବା ସହ ମୃତ ବ୍ୟକ୍ତିଙ୍କ ସଂଖ୍ୟା ୧୧ରେ ସୀମିତ ରହିବା ସହ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୩୨୯୭ ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୬୬ ହୋଇଛି । ଏଥିସହ କୋରୋନା ଆକ୍ରାନ୍ତ ବ୍ୟକ୍ତି କରୋନାରୁ ସୁସ୍ଥ ହୋଇ ଅନ୍ୟ ରୋଗରେ ମୃତ୍ୟୁବରଣ କରିବା ସଂଖ୍ୟା ୩ରେ ସୀମିତ ରହିଛି<ref name="CovidDashBoard"></ref>।
* ୨୧ ଜୁନ, ୨୦୨୦ ପୂର୍ବାହ୍ନ ସାଢେ ୧୦ଟା ସୁଦ୍ଧା ରାଜ୍ୟର ମୋଟ କରୋନା ପଜିଟିଭ ୫୧୬୦ ହେବା ସହ ମୃତ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୧୪ ହେବା ସହ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୩୫୩୪ ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦୭ ହୋଇଛି । ଏଥିସହ କୋରୋନା ଆକ୍ରାନ୍ତ ବ୍ୟକ୍ତି କରୋନାରୁ ସୁସ୍ଥ ହୋଇ ଅନ୍ୟ ରୋଗରେ ମୃତ୍ୟୁବରଣ କରିବା ସଂଖ୍ୟା ୫ରେ ପହଞ୍ଚିଛି<ref name="CovidDashBoard"></ref>।
* ୨୪ ଜୁନ, ୨୦୨୦ ପୂର୍ବାହ୍ନ ୧୦ଟା ସୁଦ୍ଧା ରାଜ୍ୟର ମୋଟ କରୋନା ପଜିଟିଭ ୫୭୫୨ ହେବା ସହ ମୃତ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୧୭ ହେବା ସହ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୩୯୮୮ ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୪୦ ହୋଇଛି । ଏଥିସହ କୋରୋନା ଆକ୍ରାନ୍ତ ବ୍ୟକ୍ତି କରୋନାରୁ ସୁସ୍ଥ ହୋଇ ଅନ୍ୟ ରୋଗରେ ମୃତ୍ୟୁବରଣ କରିବା ସଂଖ୍ୟା ୭ରେ ପହଞ୍ଚିଛି<ref name="CovidDashBoard"></ref>।
 
== ସ୍ୱତନ୍ତ୍ର ଡାକ୍ତରଖାନା ==