"ଓଡ଼ିଶାରେ କୋଭିଡ-୧୯ ମହାମାରୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୪୩୪ କ ଧାଡ଼ି:
* ୨୭ ଜୁନ, ୨୦୨୦ ପୂର୍ବାହ୍ନ ୧୦ଟା ସୁଦ୍ଧା ରାଜ୍ୟର ମୋଟ କରୋନା ପଜିଟିଭ ୬୩୫୦ ହେବା ସହ ମୃତ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୧୮ ହେବା ସହ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୪୪୨୨ ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୦୩ ହୋଇଛି । ଏଥିସହ କୋରୋନା ଆକ୍ରାନ୍ତ ବ୍ୟକ୍ତି କରୋନାରୁ ସୁସ୍ଥ ହୋଇ ଅନ୍ୟ ରୋଗରେ ମୃତ୍ୟୁବରଣ କରିବା ସଂଖ୍ୟା ୭ରେ ସୀମିତ ରହିଛି<ref name="CovidDashBoard"></ref>।
* ୨୮ ଜୁନ, ୨୦୨୦ ଅପରାହ୍ନ ୫ଟା ୨୦ ମିନିଟ ସୁଦ୍ଧା ରାଜ୍ୟର ମୋଟ କରୋନା ପଜିଟିଭ ୬୬୧୪ ହେବା ସହ ମୃତ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୨୧ ହେବା ସହ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୪୭୪୩ ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୪୩ ହୋଇଛି । ଏଥିସହ କୋରୋନା ଆକ୍ରାନ୍ତ ବ୍ୟକ୍ତି କରୋନାରୁ ସୁସ୍ଥ ହୋଇ ଅନ୍ୟ ରୋଗରେ ମୃତ୍ୟୁବରଣ କରିବା ସଂଖ୍ୟା ୭ରେ ସୀମିତ ରହିଛି<ref name="CovidDashBoard"></ref>।
* ୩୦ ଜୁନ, ୨୦୨୦ ପୂର୍ବାହ୍ନ ସାଢେ ୧୦ଟା ସୁଦ୍ଧା ରାଜ୍ୟର ମୋଟ କରୋନା ପଜିଟିଭ ୭୦୬୫ ହେବା ସହ ମୃତ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୨୫ ହେବା ସହ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇ ୪୯୪୬ ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୮୭ ହୋଇଛି । ଏଥିସହ କୋରୋନା ଆକ୍ରାନ୍ତ ବ୍ୟକ୍ତି କରୋନାରୁ ସୁସ୍ଥ ହୋଇ ଅନ୍ୟ ରୋଗରେ ମୃତ୍ୟୁବରଣ କରିବା ସଂଖ୍ୟା ୭ରେ ସୀମିତ ରହିଛି<ref name="CovidDashBoard"></ref>।
 
== ସ୍ୱତନ୍ତ୍ର ଡାକ୍ତରଖାନା ==