"ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବ/ୱ ଫଳା ବଦଳ
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୧୮ କ ଧାଡ଼ି:
| occupation =
| spouse = ଲକ୍ଷ୍ମୀ କୁମାରୀ ଦେବୀ
ସୁଚାରୁ ଦେବୀ
| children =Raj laxmi bhanj , chandranath bhanj ,ramcharan bhanj />
| children = ପୂର୍ଣ୍ଣ ଚନ୍ଦ୍ର ଭଞ୍ଜଦେଓ,
[[ପ୍ରତାପ ଚନ୍ଦ୍ର ଭଞ୍ଜଦେଓ]],
ଧୃବେନ୍ଦ୍ର ଚନ୍ଦ୍ର ଭଞ୍ଜଦେଓ,
ଜ୍ୟୋତି ମଞ୍ଜରୀ ଦେବୀ

| parents = କୃଷ୍ଣଚନ୍ଦ୍ର ଭଞ୍ଜଦେଓ
|signature =
୨୪ କ ଧାଡ଼ି:

'''ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ''' (୧୮୭୦-୧୯୧୨)<ref>{{cite web |url= http://og.csm.co.in/ogv8/orissaprofile/eminent1.asp?img=eminent |title=Orissa Government Portal |work=og.csm.co.in |quote=Shri Ramachandra Bhanja Dev ( 1870-1912) |accessdate=18 February 2013}}</ref> [[ଓଡ଼ିଶା|ଓଡ଼ିଶାର]] [[ମୟୂରଭଞ୍ଜ ଜିଲ୍ଲା|ମୟୂରଭଞ୍ଜ ଜିଲ୍ଲାର]] [[ବାରିପଦା]]ଠାରେ ଜନ୍ମିତ ଜଣେ ସୁଶାସକ ଓ ଭାଷା ଆନ୍ଦୋଳନର ପୁରୋଧା ଥିଲେ ।
The next queen or king can be selected like this pattern chandranath bhanj one son ramcharan bhanj one son Raj laxmi bhanj one son or daughter will be selected but the cause they three only died so their children will be chosen Raj laxmi daughter =gauri Mitra (after marriage), ramcharan bhanj and chandranath bhanj they are also the son of their parents but with same name but chandranath is out deated so ramcharan bhanj and gauri Mitra will be selected for next king or queen of nilagiri
ସେ ରାଜ୍ୟର ମଙ୍ଗଳ ତଥା ପ୍ରଜାଙ୍କ ହିତ ପାଇଁ ସର୍ବଦା ଚେଷ୍ଟିତ ଥିଲେ। ଶ୍ରୀରାମଚନ୍ଦ୍ର ଜଣେ ସରଳ ଓ ଅମାୟିକ ବ୍ୟକ୍ତି ଭାବେ ପରିଚିତ ଥିଲେ। ଛାତ୍ର ବୟସରେ ସହପାଠୀଙ୍କ ସହିତ ସରଳ ଭାବରେ ମିଶୁଥିଲେ । ପାଠ ପଢୁଥିବା ସମୟରେ ସେ ଅନେକ ସ୍ଥାନ ବୁଲି ଯାଇଥିଲେ। ମାତ୍ର ରାଜବେଶ ବା ରାଜ ଢଙ୍ଗଢାଙ୍ଗରେ ସେ ଯିବାକୁ ଇଚ୍ଛା କରୁନଥିଲେ। ତାଙ୍କର ଏହି ସରଳ ପ୍ରକୃତି ଯୋଗୁଁ ସେ ସବୁଠାରେ ସମସ୍ତଙ୍କର ଅତି ପ୍ରିୟପାତ୍ର ହୋଇଥିଲେ । ପ୍ରଜା ପାଳନ ରାଜାର ଧର୍ମ ଏ କଥା ଶ୍ରୀରାମଚନ୍ଦ୍ରଙ୍କୁ ଖୁବ୍‌ ଭଲଭାବେ ଜଣାଥିଲା । ରାଜଦଣ୍ଡ ଧରିବା ପରେ ଶ୍ରୀରାମଚନ୍ଦ୍ର ରାଜନୀତି ଓ ଦର୍ଶନଶାସ୍ତ୍ରକୁ ଭଲକରି ପଢ଼ିବାରେ ଲାଗିଲେ । ନିଜ ରାଜ୍ୟକୁ ଏକ ଆଦର୍ଶ ରାଜ୍ୟ କରି ଗଢ଼ିବା ପାଇଁ ସେ ବରାବର ଚେଷ୍ଟା କରୁଥିଲେ । ଗୁଣି ଓ ଉଦାର ଲୋକଙ୍କୁ ପାଖରେ ରଖି ସୁଚାରୁ ରୂପେ ରାଜ୍ୟ ଶାସନ କରୁଥିଲେ । ଏହି ସମୟରେ ଉତ୍କଳମଣି [[ଗୋପବନ୍ଧୁ ଦାସ]]ଙ୍କ କାର୍ଯ୍ୟଶୈଳୀ ସମଗ୍ର ରାଜ୍ୟରେ ଗୁଞ୍ଜରିତ ହେଉଥିଲା। ତାଙ୍କ ଗୁଣରେ ମୁଗ୍ଧ ହୋଇ ଶ୍ରୀରାମଚନ୍ଦ୍ର ତାଙ୍କୁ ରାଜ୍ୟ ସରକାରଙ୍କ ଓକିଲ ପଦରେ ନିଯୁକ୍ତି କରିଥିଲେ। ପଣ୍ଡିତ ଗୋପବନ୍ଧୁ ସେତେବେଳେ ସକଳ କାର୍ଯ୍ୟରେ ତାଙ୍କର ପରମ ସଖା ରୂପେ ପରାମର୍ଶଦାତା ଥିଲେ । ଶ୍ରୀରାମଚନ୍ଦ୍ର ଓ ଗୋପବନ୍ଧୁଙ୍କ ମଧ୍ୟରେ ଏପରି ଘନିଷ୍ଠ ବନ୍ଧୁତା ଥିଲାଯେ, କୌଣସି କାର୍ଯ୍ୟ କଲାବେଳେ ଶ୍ରୀରାମଚନ୍ଦ୍ର, ଗୋପବନ୍ଧୁଙ୍କ ପରାମର୍ଶ ନେଉଥିଲେ ।

DATE FOR WEARING THE THRONE = 6/04/2021 TIME = 6:25PM BEETWEEN

BETWEEN GAURI MITRA AND RAMCHARAN BHANJ.

== ଜୀବନ କାଳ ==